ଅପରାଧ ରାଜ୍ୟ

ରାଜଧାନୀରେ ପୁଣି ଏକ ଆତ୍ମହତ୍ୟା, ଓଢ଼ଣୀ ଲଗାଇ ଝୁଲି ପଡ଼ିଲେ ଯୁବତୀ, କାରଣ ଅସ୍ପଷ୍ଟ

ଭୁବନେଶ୍ୱର, ୨୫।୮: ରାଜଧାନୀରେ ପୁଣି ଏକ ଆତ୍ମହତ୍ୟା । ଆଉ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଖରବେଳନଗର ଅଂଚଳରେ ଜଣେ ଯୁବତୀ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ଆତ୍ମହତ୍ୟା କରିଥିବା ଯୁବତୀଙ୍କ ନାଁ ସସ୍ମିତା ବାରିକ । ଯୁବତୀଙ୍କ ବୟସ ୨୩ ବର୍ଷ । ଘରେ କେହି ନଥିବା ବେଳେ ଆତ୍ମହତ୍ୟା କରିଛନ୍ତି ସସ୍ମିତା ।

ମିଳିଥିବା ସୂଚନା ଅନୁସାରେ ବେକରେ ଓଢଣୀ ଦେଇ ୨୩ ବର୍ଷୀୟ ସସ୍ମିତା ଆତ୍ମହତ୍ୟା କରିଛନ୍ତି । ଖାରବେଳ ନଗର ତାରିଣୀ ବସ୍ତିରେ ପରିବାର ସହ ରାହୁଥିବା ବେଳେ ସସ୍ମିତା ଏକ ଘରୋଇ କମ୍ପାନୀରେ ଚାକିରୀ କରୁଥିବା ଜଣାପଡ଼ିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।