ଅପରାଧ ରାଜ୍ୟ

ରାଜଧାନୀରେ ପୁଣି ଜଣେ ଛାତ୍ରଙ୍କ ଆତ୍ମହତ୍ୟା, ହଷ୍ଟେଲରୁ ମିଳିଲା ମୃତଦେହ

ଭୁବନେଶ୍ୱର ୧୩।୦୯ : ରାଜଧାନୀ​ରେ ପୁଣି ଜଣେ ଛାତ୍ରଙ୍କ ଆତ୍ମହତ୍ୟା। ହଷ୍ଟେଲ ରୁମ୍‌ ଛାତ୍ରଙ୍କ ମୃତଦେହ ଠାବ ହୋଇଛି । ମୃତ ଛାତ୍ର ଜଣଙ୍କ ପାରିକୁଦ ଅଞ୍ଚଳର, ତାଙ୍କ ନାମ ସୂର୍ଯ୍ୟ ପ୍ରକାଶ ପଲେଇ ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ରାଜଧାନୀ ଇନ୍‌ଫୋଭାଲି ଥାନା ଅଧିନ ଏକ ଘରୋଇ କଲେଜ ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି । ଛାତ୍ର ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଏବେ ଯାଏଁ ପ୍ରକୃତ ତଥ୍ୟ ଜଣାପଡିନଥିବା ବେଳେ ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।