ଅପରାଧ ରାଜ୍ୟ

ରାଜଧାନୀରେ ବେଧଡକ ଚାଲିଛି ସବୁଜ ଜହର କାରବାର, ବିପୁଳ ପରିମାଣର ଗଞ୍ଜେଇ ଜବତ

ଭୁବନେଶ୍ୱର ୦୩/୦୬: ରାଜଧାନୀରେ ବଢିବାରେ ଲାଗିଛି ସବୁଜ ଜହର କାରବାର । ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରୁ ୨୨ କ୍ୟୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି । ଏହି ଗଞ୍ଜେଇର ମୂଲ୍ୟ ୨ କୋଟିରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି ।

ହାଇୱା ଭିତରେ ଏହି ଗଂଜେଇ ଚାଲାଣ ହେଉଥିବା ଜଣାପଡିଥିଲା । ସୂଚନା ପାଇଁ ମଝି ରାସ୍ତାରେ ମାଡିବସିଥିଲା ଏସଟିଏଫ୍ । ତେବେ ଗଞ୍ଜେଇ ଚାଲାଣ ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରିଛି ଏସଟିଏଫ୍ । ସୂଚନା ଥାଉକି, ହାଇୱ ଗାଡି ଭିତରେ ସ୍ଵତନ୍ତ୍ର ଚାମ୍ବର କରି ଗଂଜେଇ ହେଉଥିଲା ଚାଲାଣ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।