ଅପରାଧ ରାଜ୍ୟ

ରାଜଧାନୀରେ ମହିଳାଙ୍କ ଆତ୍ମହତ୍ୟା, ଭଡାଘରୁ ମିଳିଲା ମୃତଦେହ

ଭୁବନେଶ୍ୱର ୨୪/୦୯: ରାଜଧାନୀରେ ବଢିବାରେ ଲାଗିଛି ଆତ୍ମହତ୍ୟା । ଏହି ପରିପ୍ରେକ୍ଷୀରେ ପୁଣିଜମେ ମହିଳା ଆତ୍ମହତ୍ୟା କରିଛନ୍ତି । ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଘଟିଛି ଏହି ଘଟଣା । ମୃତ ମହିଳା ହେଉଛନ୍ତି ପ୍ରିୟଙ୍କା ରାୟ ସାମନ୍ତ । ଚନ୍ଦ୍ରଶେଖରପୁର ଅଞ୍ଚଳରେ ଭଡ଼ାରେ ରହୁଥିଲେ ।

ସୂଚନା ଥାଉକି ୮ ବର୍ଷ ତଳେ ଖୋର୍ଦ୍ଧାର ରତୀକ ଦାଶ୍‌ଙ୍କୁ ବିବାହ ହିବାହ କରିଥିଲେ ପ୍ରିୟଙ୍କା । ପ୍ରିୟଙ୍କାଙ୍କ ଘର ଢେଙ୍କାନାଳରେ । ତାଙ୍କର ସ୍ୱାମୀ ଓ ଦୁଇ ଛୁଆ ଅଛନ୍ତି । ଘଟଣା ସ୍ଥଳରେ ଚନ୍ଦ୍ରଶେଖରପୁର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।