ଅପରାଧ ରାଜ୍ୟ

ରାଜଧାନୀରେ ସିରିଜ ଦୁର୍ଘଟଣା, ୫ଟି କାରକୁ ପିଟିଲା ଟ୍ରକ

ଭୁବନେଶ୍ୱର ୦୨।୦୬: ରାଜଧାନୀରେ ସିରିଜ ଦୁର୍ଘଟଣା । ରସୁଲଗଡରେ ୫ ଟି କାରକୁ ପିଟିଲା ଟ୍ରକ । ଦୁର୍ଘଟଣାରେ ୪ଜଣ ଆହତ ହୋଇଥିବା ସୂଚନା ମିଳିଛି।

ଖବର ଅନୁଯାୟୀ, ବୁଧବାର ବିଳମ୍ବିତ ରାତିରେ ରସୁଲଗଡ ବ୍ରିଜ ନିକଟରେ ଏହି ଦୁର୍ଘଟଣା ଘଟିଛି । ଏକ ଟ୍ରକ ୫ଟି କାର୍‌କୁ ପିଟିଛି । ଯାହାଫଳରେ ଏହି ଦୁର୍ଘଟଣାରେ ୪ଜଣ ଆହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ମଞ୍ଚେଶ୍ୱର ପୋଲିସ, ଅଗ୍ନିଶମ ବିଭାଗ ପହଞ୍ଚି ଆହତଙ୍କୁ ଉଦ୍ଧାର କରିଥିଲେ । ପରେ ଚିକିତ୍ସା ନିମନ୍ତେ ମେଡିକାଲରେ ଭର୍ତ୍ତି କରିଛନ୍ତି ।ସେପଟେ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ପାହାଳରୁ ଧରିଛି ପୋଲିସ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।