ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରୁ ଚିହ୍ନଟ ହେଲେ ଆଉ ୪ ଓମିକ୍ରନ ଆକ୍ରାନ୍ତ

ଭୁବନେଶ୍ୱର: ଓଡ଼ିଶାରୁ ପୁଣି ଆଉ ୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୪ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ ସଂଖ୍ୟା ୮ରେ ପହଞ୍ଚିଛି । ୨୧ ତାରିଖରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏନେଇ ଆଇଏଲଏସ୍ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି । ମଙ୍ଗଳବାର ୨୩ ତାରିଖ ଦିଦ ଦୁଇଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଦୁହେଁ ନାଇଜେରିଆ ଫେରନ୍ତା ହୋଇଥିବା ସୂଚନା । ସେମାନେ ବର୍ତ୍ତମାନ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ତେବେ ଏହି ୪ଜଣ ବିଦେଶ ଫେରନ୍ତା ହୋଇଥିବା ଜଣାପଡ଼ିଛି । ସେମାନଙ୍କ ମଧ୍ୟରୁ ୨ ଜଣ ନାଇଜେରିଆରୁ ଫେରିଥିବା ବେଳେ ଅନ୍ୟ ଦୁଇଜଣ ୟୁଏଇରୁ ଫେରିଥିଲେ । ଏନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ