ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରୁ ସୁସ୍ଥ ହେଲେ ୧୪୦ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୧୪୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି।

ସୁନ୍ଦରଗଡ଼ରୁ ୨୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ନୂଆପଡ଼ାରୁ ୧୪ଜଣ, ଅନୁଗୁଳରୁ ୧୩ଜଣ, ପୁରୀରୁ ୧୩ଜଣ, ସମ୍ବଲପୁରରୁ ୧୨ଜଣ,ବରଗଡ଼ରୁ ୧୦ଜଣ, ବାଲେଶ୍ବରରୁ ୭ଜଣ, ଯାଜପୁରରୁ ୭ଜଣ, ଝାରସୁଗୁଡ଼ାରୁ ୬ଜଣ, ସୁବର୍ଣ୍ଣପୁରରୁ ୬ଜଣ, ଖୋର୍ଧାରୁ ୫ଜଣ, ଭଦ୍ରକରୁ ୪ଜଣ ଲେଖାଏଁ କରୋନା ଆକ୍ରାନ୍ତ ଆଜି ସୁସ୍ଥ ହୋଇଛନ୍ତି।

ସେହିପରି କଟକରୁ ୪ଜଣ, ବଲାଙ୍ଗୀରରୁ ୩ଜଣ, ଗଞ୍ଜାମରୁ ୨ଜଣ, କେନ୍ଦୁଝରରୁ ୨ଜଣ, ବୌଦ୍ଧରୁ ଜଣେ, ଗଜପତିରୁ ଜଣେ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ଜଣେ ଓ ଷ୍ଟେଟପୁଲରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଆଜି ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ସୁସ୍ଥଙ୍କୁ ମିଶାଇଲେ ରାଜ୍ୟରୁ ଏଯାବତ ୩୩୧୨୮୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ