ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରୁ ୨୬୯ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର: ଆଜି ରାଜ୍ୟରୁ ୨୬୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ନୂଆ ସୁସ୍ଥଙ୍କୁ ମିଶା‌ଇଲେ ରାଜ୍ୟରୁ ଏଯାବତ ୩୨୭୮୦୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାପଡ଼ିଛି।

ଆଜି କଟକରୁ ସର୍ବାଧିକ ୪୧ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଅନୁଗୁଳରୁ ୩୧ଜଣ, ସମ୍ବଲପୁରରୁ ୨୬ଜଣ, ନୂଆପଡ଼ାରୁ ୨୧ଜଣ, ସୁନ୍ଦରଗଡ଼ରୁ ୧୯ଜଣ, ବାଲେଶ୍ବରରୁ ୧୫ଜଣ, ଯାଜପୁରରୁ ୧୫ଜଣ, ମୟୁରଭଞ୍ଜରୁ ୧୫ଜଣ, ବରଗଡ଼ରୁ ୧୪ଜଣ, ଝାରସୁଗୁଡ଼ାରୁ ୧୪ଜଣ, ଖୋର୍ଧାରୁ ୧୪ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ବଲାଙ୍ଗୀରରୁ ୧୩ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କେନ୍ଦ୍ରାପଡ଼ାରୁ ୧୦ଜଣ, ଜଗତସିଂହପୁରରୁ ୫ଜଣ, ଗଞ୍ଜାମରୁ ୩ଜଣ, କଳାହାଣ୍ଡିରୁ ୨ଜଣ, ନୟାଗଡ଼ରୁ ୨ଜଣ, ସୁବର୍ଣ୍ଣପୁରରୁ ୨ଜଣ, ମାଲକାନଗିରିରୁ ଜଣେ ଓ ୬ଜଣ ଷ୍ଟେଟପୁଲରୁ ସୁସ୍ଥ ହୋଇଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ