ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୫୦ ଛୁଇଁଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର ୨୪।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୧୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୨୭ ହଜାର ୫୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ୨ ହଜାର ୯୯୧ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୨୨ ହଜାର ୯୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮୫୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୬୭ ଲକ୍ଷ ୩୭ ହଜାର ୩୨୨ ସାମ୍ପୁଲ ଟେଷ୍ଟ୍ ହୋଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ