ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୯ କୋଭିଡ୍ ପଜିଟିଭ୍, ୩୩୬୭୦୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର ୨୨।୦୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୭୦୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୭୦୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୪୧୦୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୧୮୯୯୧୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ