ଭୁବନେଶ୍ବର ୨୬।୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୧୦୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
Trending
- ପ୍ରକାଶ ପାଇଲା ୟୁପିଏସସି ଆଇଏଏସ୍ ପରୀକ୍ଷା ୨୦୨୩ ଫଳ: ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର, ଓଡ଼ିଶାର ଅନିମେଶ ପ୍ରଧାନ ଦ୍ବିତୀୟ ସ୍ଥାନରେ
- ରାସ୍ତା ପାର୍ଶ୍ଵରେ ଛିଡ଼ା ହୋଇଥିବା ବେଳେ ଚଢ଼ିଗଲା ଟ୍ରକ: ୨ ମୃତ, ଜଣେ ଗୁରୁତର
- ସିଡ୍ନୀ ଚର୍ଚ୍ଚରେ ଛୁରାମାଡ଼, ବିଶପ ଆହତ
- ଇରାନକୁ ଉଚିତ ସମୟରେ ଜବାବ ଦିଆଯିବ: ଇସ୍ରାଏଲ
- ପ୍ରଧାନ ବିଚାରପତିଙ୍କୁ ୨୧ ପୂର୍ବ ବିଚାରପତିଙ୍କ ଚିଠି
- ୨୨ ବର୍ଷରେ ଭାରତରେ ୨୩ ଲକ୍ଷ ହେକ୍ଟର ଜଙ୍ଗଲ ଧ୍ବଂସ
- କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ବସ୍ତି: ଆଗୁଆ ଶୁଣାଣି ପାଇଁ ମନାକଲେ
- ନିର୍ବାଚନୀ ବଣ୍ଡ୍ ରଦ୍ଦ: ‘ଦିନେ ସମସ୍ତେ ଅନୁତାପ କରିବେ’
Friday, April 19