ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ରାଜ୍ୟରେ ଧିରେ ଧିରେ କମିଯିବ ଓମିକ୍ରନ୍ ଭ୍ୟାରିଆଣ୍ଟର ପ୍ରଭାବ : ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର ୧୧।୨: କୋଭିଡ୍ ର ଭ୍ୟାରିଆଣ୍ଟ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, କୋଭିଡର ଯେତିକି ଭ୍ୟାରିଆଣ୍ଟ ଅଛି, ସେତିକି ଭ୍ୟାରିଆଣ୍ଟରେ ଓମିକ୍ରନ ଅଧିକ ରହିଛି । ଓମିକ୍ରନ ପ୍ରଭାବ କଥା ଯଦି ଦେଖିବା ତେହେଲେ ରାଜ୍ୟରେ ଏହା ଅଧିକ ସିରିୟସ ହୋଇ ରହିବ ନାହିଁ । ଓମିକ୍ରନ ଭ୍ୟାରିଆଣ୍ଟରେ ଯେପରି ଅନ୍ୟ ଦେଶ ବା ରାଜ୍ୟରେ କେଶ କମୁଛି, ସେପରି ଆମ ରାଜ୍ୟରେ କେଶ କମିବ ବୋଲି ଆଶା ରହିଛି । ମୋଟାମୋଟି କହିବାକୁ ଗଲେ ଆମ ରାଜ୍ୟରେ ସ୍ଥିତି ଧୀରେ ଧୀରେ ଭଲ ଆଡକୁ ଆସୁଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ