ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ରାଜ୍ୟରେ ମଣ୍ଣିଂ କ୍ଲାସ୍ ଆରମ୍ଭ, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

ଭୁବନେଶ୍ୱର ୦୨।୦୪: ରାଜ୍ୟରେ ଆଜିଠୁ ମଣ୍ଣିଂ କ୍ଲାସ ଆରମ୍ଭ ହୋଇଛି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ଆରମ୍ଭ ହୋଇଛି । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାମାନେ ସକାଳ ସାଢେ ୬ଟାରୁ ସାଢେ ୧୦ରେ ପର୍ଯ୍ୟନ୍ତ କ୍ଲାସ ହେବ ।

ସେହିପରି ନବମ ଓ ଦଶମ ଶ୍ରେଣୀ ପିଲାମାନଙ୍କ ପାଇଁ ସକାଳ ୭ଟାରୁ ଦିନ ୧୧.୩୦ ଯାଏଁ କ୍ଲାସ ହେବ । ନିର୍ଦ୍ଧାରିତ ସମୟ ମଧ୍ୟରେ କ୍ଲାସ ସାରିବାକୁ ସମସ୍ତ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏହା ସହିତ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲରେ ପିଇବା ପାଣିର ବ୍ୟବସ୍ଥା ଏବଂ ଓଆରଏସ୍ ଆଣି ରଖିବାକୁ ନିର୍ଦ୍ଦେଶ ରହିଛି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି