ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ସୁସ୍ଥ ସଂଖ୍ୟା ୩୨୮୮୩୨ରେ ପହଞ୍ଚିଲା

ଭୁବନେଶ୍ବର: ରାଜ୍ୟରୁ ଆଜି ୨୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ନୂଆ ସୁସ୍ଥଙ୍କୁ ମିଶାଇଲେ ରାଜ୍ୟରୁ ଏଯାବତ ୩୨୮୮୩୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି।

ଆଜି ରାଜ୍ୟର ଅନୁଗୁଳରୁ ୨୪ଜଣ, ବଲାଙ୍ଗୀରରୁ ୨୩ଜଣ, ସୁନ୍ଦରଗଡ଼ରୁ ୨୩ଜଣ, କଟକରୁ ୧୭ଜଣ, ଖୋର୍ଧାରୁ ୧୬ଜଣ, ମୟୁରଭଞ୍ଜରୁ ୧୩ଜଣ, ଯାଜପୁରରୁ ୧୨ଜଣ, ବରଗଡ଼ରୁ ୧୦ଜଣ, ନୂଆପଡ଼ାରୁ ୧୦ଜଣ, ପୁରୀରୁ ୧୦ଜଣ, ଝାରସୁଗୁଡ଼ାରୁ ୯ଜଣ ଓ ସମ୍ବଲପୁରରୁ ୯ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି କେନ୍ଦୁଝରରୁ ୬ଜଣ, କେନ୍ଦ୍ରାପଡ଼ାରୁ ୪ଜଣ, ଭଦ୍ରକରୁ ୩ଜଣ, ବାଲେଶ୍ବରରୁ ୨ଜଣ, ବୌଦ୍ଧରୁ ୨ଜଣ, ଦେବଗଡ଼ରୁ ୨ଜଣ, ଗଞ୍ଜାମରୁ ୨ଜଣ,ଜଗତସିଂହପୁରରୁ ୨ଜଣ, ନୟାଗଡ଼ରୁ ୨ଜଣ, ସୁବର୍ଣ୍ଣପୁରରୁ ୨ଜଣ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ, କୋରାପୁଟରୁ ଜ‌ଣେ ଓ ଷ୍ଟେଟପୁଲରୁ ୪ଜଣ ଲେଖାଏଁ କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ