ରାଜ୍ୟ ସ୍ପେଶାଲ ରିପୋର୍ଟ

ରାଜ୍ୟର ବିଭିନ୍ନ ସ୍ଥାନରେ ଇଦ୍ ପାଳିତ

ଭୁବନେଶ୍ବର/ଭଦ୍ରକ: ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଇଦ୍ ପାଳିତ ହେଉଛି। ଏଥିଲାଗି ସମୂହ ନମାଜ ପାଠ ଓ ଇଦ୍ ମିଲନ ଅନୁଷ୍ଠିତ ହେଉଛି।।  ଭଦ୍ରକର ଇଦଗାହା ଠାରେ ସମୂହ ନମାଜ ପାଠ ଓ ଇଦ୍ ମିଲନ ହୋଇଛି। ଏଥିରେ ହଜାର ହଜାର ମୁସଲିମ ଭକ୍ତ ନମାଜ ପାଠରେ ସାମିଲ ହୋଇଥିଲେ। ଏଥିରେ ଜିଲ୍ଲାର ସବୁ ଦଳର ବରିଷ୍ଠ ରାଜନେତା, ପୁଲିସ ଓ ପ୍ରଶାସନିକ ଅଧିକାରୀ ଯୋଗଦେଇଥିଲେ।

ଏଣେ ଇଦ ପାଳନ କରିବା ସହ ପ୍ରଚାର କରିବା ପାଇଁ ଯଦୁପୁର ମସଜିଦରେ ପହଞ୍ଚିଥିଲେ ବିଜେଡି ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ଏକାମ୍ର ବିଧାୟକ ପ୍ରାର୍ଥୀ ଅଶୋକ ପଣ୍ଡା। ନମାଜରେ ସାମିଲ ହେବା ସହ ସ୍ଥାନୀୟ ଅଞ୍ଚଳର ମୁସଲମାନ ପରିବାର ସହ  ଆଲୋଚନା କରିଥିଲେ। କଟକରେ ବି ଇଦ୍ ଧୁମଧାମରେ ପାଳିତ ହେଉଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।