ଅପରାଧ ରାଜ୍ୟ

ରେଳ ଷ୍ଟେସନରୁ ବ୍ୟକ୍ତିଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

ଝାରସୁଗୁଡା ୬।୮: ଝାରସୁଗୁଡା ଧୁତ୍ରା ରେଳ ଷ୍ଟେସନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । କ୍ଷତବିକ୍ଷତ ମୃତଦେହ ଉଦ୍ଧାର କରି ତଦନ୍ତ ଜାରି ରଖିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ଝାରସୁଗୁଡା ଦକ୍ଷିଣପୂର୍ବ ରେଳପଥରେ ଥିବା ଧୁତ୍ରା ରେଳ ଷ୍ଟେସନର ଦୁଇ ନମ୍ବର ପ୍ଲାଟଫର୍ମ ଡାଉନ୍ ମେନଲାଇନ୍ ଖୁଣ୍ଟ ନଂ.୫୦୫/୨୨ ଓ ୫୦୫/୨୪ ମଝିରେ ଜଣେ ବ୍ୟକ୍ତିଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା । ଏପର୍ଯ୍ୟନ୍ତ ବ୍ୟକ୍ତିଙ୍କ ପରିଚୟ ମିଳିନଥିବା ବେଳେ ରେଳବାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବ୍ୟକ୍ତି ଜଣଙ୍କର ବୟସ ପାଖାପାଖି ୪୦ ବର୍ଷ ହେବ ବୋଲି ଜଣାପଡିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।