ରାଜ୍ୟ

ରେଳ ସଦନ ପାଚେରୀ ଭାଙ୍ଗି ଭିତରକୁ ପଶିଲା କାର୍‌

ଭୁବନେଶ୍ୱର: ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ରେଳ ସଦନ ନିକଟରେ  ଏକ ଦୁର୍ଘଟଣା ଘଟିଛି । ଏକ କାର୍ ଭାରସାମ୍ୟ ହରାଇ ରେଳ ସଦର ପାଚେରୀକୁ ଧକ୍କା
ଦେଇଛି। ଏହାଯୋଗୁ ରେଳ ସଦନର ପାଚେରୀର ବ୍ୟାରିକେଡ୍ ଭାଙ୍ଗିଯାଇଛି ।

ତେବେ ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି କାର୍‌ରେ କେହି ନ ଥିବା ଦେଖିବାକୁ ପାଇଛି। କାର୍‌ର ଏୟାର ବ୍ୟାଗ୍ ବାହାରି ଯାଇଛି। ‌‌ତେଣୁ ଅନୁମାନ କରାଯାଉଛି ଡ୍ରାଇଭର ଅଳ୍ପକେ ବର୍ତ୍ତିଯାଇଛନ୍ତି ଏବଂ ଦୁର୍ଘଟଣା ପରେ  ଘଟଣାସ୍ଥଳରୁ ଫେରାର ହୋଇ ଯାଇଛନ୍ତି। ମୈତ୍ରୀ ବିହାର ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।