ଦେଶ ବିଦେଶ ରାଜ୍ୟ ଲାଇଫ୍ ଷ୍ଟାଇଲ ସ୍ପେଶାଲ ରିପୋର୍ଟ

ଲର୍ଣ୍ଣର୍ ଲାଇସେନ୍ସଧାରୀଙ୍କ ପାଇଁ ଖୁସି ଖବର: ଡିଏଲ୍ ଆବେଦନ ପାଇଁ ସମୟ ସୀମା ବଢ଼ିଲା

ଭୁବନେଶ୍ୱର: ଓଡ଼ିଶା ସରକାର ଆଜି ଡିଏଲ୍ ଆବେଦନ କରିବା ପାଇଁ ଲର୍ଣ୍ଣର୍ ଲାଇସେନ୍ସଧାରୀଙ୍କ ସମୟ ସୀମା ବଢ଼ାଇଛନ୍ତି। ଯେଉଁ ଲର୍ଣ୍ଣର୍ ଲାଇସେନ୍ସଧାରୀଙ୍କ ଡିଏଲ୍ ଡିସେମ୍ବର ୩୧ ତାରିଖ ସୁଦ୍ଧା ଶେଷ ହେବ, ସେମାନଙ୍କ ଲାଗି ୨୦୨୧ ମାର୍ଚ୍ଚ ୩୧ ଯାଏଁ ଏହାର ବୈଧତାକୁ ବଢ଼ାଯାଇଛି। ଏହି ସମୟ ଭିତରେ ସେମାନେ ଡିଏଲ୍ ପାଇଁ ଆବେଦନ କରିପାରିବେ ବୋଲି ଜଣାଯାଇଛି। ଏନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ପକ୍ଷରୁ ଏକ ସରକାରୀ ନିର୍ଦ୍ଦେଶ ଜାରି କରାଯାଇଛି।

ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ଭାରତ ସରକାର ଫିଟନେସ୍, ଅନୁମତି (ସମସ୍ତ ପ୍ରକାର), ଡ୍ରାଇଭିଂ ଲାଇସେନ୍ସ, ପଞ୍ଜୀକରଣ ପ୍ରମାଣପତ୍ର ଇତ୍ୟାଦିର ବୈଧତା ବୃଦ୍ଧି ପାଇଁ ଏକ ଆଡଭାଇଜାରି ଜାରି କରିଥିଲେ।

NewsLaxmi7

About Author

You may also like

ଲାଇଫ୍ ଷ୍ଟାଇଲ

ଭାତ ଖାଇ ଓଜନ ହ୍ରାସ କରନ୍ତୁ

ଆଜିକାଲି ଓଜନ ବଢିବା ଏକ ମୁଖ୍ୟ ସମସ୍ୟା ଭାବେ ଦେଖାଯାଉଛି । କେବଳ ବୟସ୍କ ବ୍ୟକ୍ତି ନୁହଁନ୍ତି ଅନେକ୍ କମ୍ ବୟସର ପିଲାଙ୍କ କ୍ଷେତ୍ରରେ ମଧ୍ୟ ଏହି
ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ