ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜିଆରଏସ

କେନ୍ଦୁଝର ୩୦/୦୬ : କେନ୍ଦୁଝର ଭିଜିଲାନ୍ସ ଜାଲରେ ପଡ଼ିଲେ ବୃଢିକାପୁଡି ଗ୍ରାମପଞ୍ଚାୟତର ଜିଆରଏସ ନିରାକାର ମାହାନ୍ତ। ଏମଏନ୍ଆରଏସ କାମ କରିବାକୁ ଜବକାର୍ଡ ନାଁରେ ରେଜିଷ୍ଟେସନ ପାରମେନ୍ଟ ମିତ୍ରଭାନୁ ମହାନ୍ତଙ୍କ ଠାରୁ ୨ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ସେ ଧରା ପଡ଼ିଛନ୍ତି।

ତାଙ୍କଠୁ କେମିକାଲ ବୋଳା ଦୁଇ ହଜାର ଟଙ୍କା ଜବତ ହୋଇଥିବା ବେଳେ ଏନେଇ ଅଧିକ ତଦନ୍ତ କରାଯାଉଛି ବୋଲି ଭିଜିଲାନ୍ସ ଅଧିକାରୀ କହିଛନ୍ତି। ଅନ୍ୟପଟେ ରାଜନୈତିକ ଆକ୍ରୋଶ ରଖି ତାଙ୍କୁ ଫସାଇ ଦିଆଯାଇଛି ଜିଆରିଏସ କହିଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।