ରାଜ୍ୟ ସ୍ପେଶାଲ ରିପୋର୍ଟ

ଶନିବାର ଶ୍ରୀବିଗ୍ରହଙ୍କ ପଇତା ଲାଗି, ୫ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ୧୯।୧୧: ଆଜି ଶ୍ରୀବିଗ୍ରହଙ୍କ ପଇତା ଲାଗି । ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀଜିଉଙ୍କ ଏହା ଏକ ଗୁପ୍ତ ନୀତି । ଅପରାହ୍ନରେ ଏହି ନୀତି ସମ୍ପନ୍ନ ହେବ ବୋଲି ସୂଚନା ମିଳିଛି ।

ତେବେ ଏହି ପଇତାଲାଗି ନୀତି ପାଇଁ ଅପରାହ୍ନ ୫ଟାରୁ ରାତି ୯ଟା ଯାଏ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ଏହି ସୂଚନା ଦେଇଛି । ଅପରାହ୍ନରେ ଦ୍ବିତୀୟ ଭୋଗ ମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ପଇତାଲାଗି ନୀତି ସମ୍ପନ୍ନ ହେବ । ଠାକୁରଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି ସମ୍ପନ୍ନ ହୋଇଥାଏ ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।