ଅପରାଧ ରାଜ୍ୟ

ଶାରଦା ମାଇନ୍ସରେ ଇଡିର ଚଢାଉ, ଏକାସାଙ୍ଗେ ୩ଟି ସ୍ଥାନରେ ଖୋଳତାଡ଼

ବଡ଼ବିଲ ୨୨।୦୮: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସ୍କାନରରେ ଶାରଦା ମାଇନ୍ସ । କେନ୍ଦୁଝର ଜିଲ୍ଲା ବଡ଼ବିଲ ଶାରଦା ମାଇନ୍ସରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢାଉ । ବେଆଇନ୍‌ ଖଣି କାରବାର ନେଇ ଚଢାଉ ହୋଇଥିବା ସୂଚନା ।

ଖବର ଅନୁଯାୟୀ, ଶାରଦା ମାଇନ୍ସ ନାଁ ବେଆଇନ୍‌ ଖଣିଜ କାରବାର ନେଇ ପୂର୍ବରୁ ଅଭିଯୋଗ ରହିଥିଲା । ଏନେଇ ସୋମବାର ବଡ଼ବଲିରେ ଥିବା ଖଣି କାର୍ଯ୍ୟାଳୟ ସହିତ ସୟାବାଲି ସ୍ଥିତ କଲୋନୀରେ ଚଢାଉ କରୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଏକାସାଙ୍ଗେ ୩ଟି ସ୍ଥାନରେ ଇଡି ଚଢାଉ କରୁଥିବା ସୂଚନା ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।