ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
କୋଣାର୍କ ୦୬।୧୨ : ଶେଷ ହୋଇଛି କୋଣାର୍କ ମହୋତ୍ସବ । ଉଦଯାପନୀ ସଂଧ୍ୟାରେ ଭୁବନେଶ୍ୱର ନୃତ୍ୟ ନୈବେଦ୍ୟ କଳାକାରମାନେ ଓଡ଼ିଶୀ ନୃତ୍ୟରେ ମଞ୍ଚସ୍ତ କରିଥିଲେ ସୂର୍ଯ୍ୟ ବନ୍ଦନା । ଓଡ଼ିଶୀ ଛନ୍ଦରେ ନୃତ୍ୟଶିଳ୍ପୀ ମାନେ ଭକ୍ତିମୟ ପରିବେଶ ସୃଷ୍ଟି କରିଥିଲେ।

ଦ୍ବିତୀୟ ଅର୍ଘ୍ୟରେ ଚେନ୍ନାଇର ଜୟକିଶୋର ମୋସଲିକାନ୍ତି ଓ ସାଥୀ କୁଚିପୁଡି ନୃତ୍ୟ ପରିବେଷଣ କରିଥିଲେ। କୋଣାର୍କ ମହୋତ୍ସବ ସହ ଚନ୍ଦ୍ରଭାଗା ବେଳାଭୂମିରେ ଚାଲିଥିବା ଅନ୍ତର୍ଜାତୀୟ ବାଲୁକା କଳା ଉତ୍ସବ ମଧ୍ୟ ଶେଷ ହୋଇଛି । ଶେଷ ଦିନରେ ବାଲୁକା କଳାରେ ପର୍ଯ୍ୟଟକଙ୍କ ଭିଡ଼ ଜମିଥିଲା। ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ବାଲୁକାଶିଳ୍ପୀଙ୍କୁ ପର୍ଯ୍ୟଟନ ବିଭାଗ ପକ୍ଷରୁ ରଙ୍ଗମଞ୍ଚ ରେ ଟ୍ରଫି ଓ ମାନପତ୍ର ପ୍ରଦାନ କରାଯାଇଥିଲା।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l
