ରାଜ୍ୟ ସ୍ପେଶାଲ ରିପୋର୍ଟ

ଶ୍ରାବଣ ମାସ ଦ୍ୱିତୀୟ ସୋମବାର: ଜଳଲାଗି ପାଇଁ କାଉଡ଼ିଆଙ୍କ ଭିଡ଼

ଭୁବନେଶ୍ବର: ଆଜି ଶ୍ରାବଣ ମାସ ଦ୍ୱିତୀୟ ସୋମବାର। ଏଥିଲାଗି ବିଭିନ୍ନ ଶୈବପୀଠରେ ଜଳଲାଗି ପାଇଁ କାଉଡ଼ିଆଙ୍କ ଭିଡ଼ ପରିଲକ୍ଷିତ ହୋଇଛି। କଟକର ବାବା ଧବଳେଶ୍ୱରଙ୍କ ପୀଠରେ ଜଳଲାଗି ପାଇଁ କାଉଡ଼ିଆଙ୍କ ଲମ୍ବା ଲାଇନ୍ ଲାଗିଛି। ସେପଟେ ଭଦ୍ରକର ଆରଡ଼ି ଆଖଣ୍ଡଳମଣିଙ୍କ ପୀଠରେ ହଜାର ହଜାର ଶ୍ରଦ୍ଧାଳୁ ଜଳଲାଗି କରିଛନ୍ତି। ସେହିପରି ରାଜଧାନୀର ଲିଙ୍ଗରାଜଙ୍କ ପୀଠରେ ମଧ୍ୟ କାଉଡ଼ିଆଙ୍କ ଗହଳି ଲାଗି ରହିଛି। ଏଣେ ଢେଙ୍କାନାଳର କପିଳାସରେ ବି ଜଳଲାଗି ପାଇଁ କାଉଡ଼ିଆଙ୍କ ଭିଡ଼ ପରିଲକ୍ଷିତ ହୋଇଛି।नें

ଗୋଟିଏ ଦିନରେ ସଂକ୍ରାନ୍ତି, ସୋମବାର ଓ ଚିତାଲାଗି ଅମାବାସ୍ୟ ପଡ଼ୁଥିବାରୁ ବାବାଙ୍କ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଏଥିପାଇଁ ପ୍ରଶାସନ ପକ୍ଷରୁ ମଧ୍ୟ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।