ଧର୍ମ ରାଜ୍ୟ ସ୍ପେଶାଲ ରିପୋର୍ଟ

ଶ୍ରାବଣ ସୋମବାର, ଜଳାଭିଷେକ ଲାଗି ଚଳଚଞ୍ଚଳ ଧବଳେଶ୍ୱର ପୀଠ

ଆଠଗଡ଼ ୧୮।୦୭ : ଶ୍ରାବଣ ମାସର ପ୍ରଥମ ସୋମବାର ପାଇଁ ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱର ପୀଠ ଚଳଚଞ୍ଚଳ । ୨ ବର୍ଷର କୋଭିଡ କଟକଣା ପରେ ବାବା ଧବଳେଶ୍ୱରଙ୍କ ପୀଠରେ କାଉଡ଼ିଆଙ୍କୁ ଜଳ ଲାଗି କରିବାର ସୁଯୋଗ ମିଳିଛି। ବାବା ଧବଳେଶ୍ବର ପୀଠରେ ଭୋର ୩ ଟାରୁ ମନ୍ଦିର ଫିଟାଯାଇ ଦର୍ଶନ ଓ ଜଳଲାଗି କରଯାଉଛି ।

ତେବେ ଧବଳେଶ୍ୱର ପୀଠକୁ ବାହୁଙ୍ଗି ନେଇ ଯାଇପାରିବେ ନାହିଁ କାଉଡ଼ିଆ। ଝୁଲାପୋଲ ଦେଇ କେବଳ ପାଣି କଳସ ଓ ଭୋଗ ନେଇ ଯାଇପାରିବେ ବୋଲି ଆଠଗଡ଼ ଦେବତ୍ତର ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ପ୍ରଶାସନ ପକ୍ଷରୁ ଝୁଲାପୋଲ ଠାରୁ ଆରମ୍ଭ କରି ମନ୍ଦିର ବେଢା ପର୍ଯ୍ୟନ୍ତ ସବୁଠି ବ୍ୟାରିକେଟର ବ୍ୟବସ୍ଥା କରଯାଇଛି । ପୋଲିସ ପ୍ରଶାସନ ପକ୍ଷରୁ ୩ ପ୍ଲାଟୁନ ଫୋର୍ସ , ୩ ଜଣ ଡି ଏସପି , ୩ ଜଣ ଇନିସପେକ୍ଟର ,୯ ଜଣ ସବ୍ଇନିସପେକ୍ଟରଙ୍କ ସହ ଅନ୍ୟାନ୍ୟ ଅଧିକାରୀ ସୁରକ୍ଷା ଦାୟିତ୍ୱରେ ଅଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ