କଳା ଓ ସଂସ୍କୃତି ଦେଶ ବିଦେଶ ଧର୍ମ ରାଜ୍ୟ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ରାହୁରେଖା, ଅପରାହ୍ନରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ୨୭/୦୮: ଭାଦ୍ରବ କୃଷ୍ଣ ପକ୍ଷ ପଞ୍ଚମୀ ତିଥି ଶୁକ୍ରବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି ସମ୍ପନ୍ନ ହେବ । ଏଣୁ ଅପରାହ୍ନ ୨ଟାରୁ ସର୍ବସାଧାରଣ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ରହିଛି । ଅପରାହ୍ନରେ ଦଇତାପତି ସେବକମାନେ ଏହି ସେବା କରିବେ । ଭୋଗମଣ୍ଡପ ନୀତି ଶେଷ ପରେ ରାହୁରେଖା ନୀତି ହେବ । ଶ୍ରୀବିଗ୍ରହଙ୍କ ଶ୍ରୀମୁଖରେ ସ୍ୱର୍ଣ୍ଣ ନିର୍ମିତ ଏକ ବଳୟ(ପଟି)କୁ ରାହୁରେଖା କୁହାଯାଏ । ରାହୁରେଖା ଲାଗିପରେ ଠାକୁରଙ୍କ ମହାସ୍ନାନ ନୀତି ବଢି ପରବର୍ତ୍ତୀ ନୀତି ଆରମ୍ଭ ହେବ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ