ପୁରୀ, : ପବିତ୍ର ମାଘ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ବୁଧବାର ଦିନ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମହାପ୍ରଭୁ ସୋଲ, ଜରି ଆଦିରେ ପ୍ରସ୍ତୁତ ଆୟୁଧ, ଅଳଙ୍କାର ପରିଧାନ କରି ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏହି ଉପଲକ୍ଷେ ଆଜି ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି। ଦୁଇବର୍ଷ ପରେ ଭକ୍ତମାନେ ମନଭରି ମହାପ୍ରଭୁଙ୍କ ଏହି ବେଶ ଦର୍ଶନ କରିବା ସହ କୋଟିପୂଣ୍ୟ ଲାଭ କରିଛନ୍ତି। ସେପଟେ ଆଜି ଅଗ୍ନି ଉତ୍ସବ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ବିଭିନ୍ନ ସ୍ଥାନରେ ଅଗିଜଳା ନୀତି ଅନୁଷ୍ଠିତ ହୋଇଛି।
Trending
- ପ୍ରକାଶ ପାଇଲା ୟୁପିଏସସି ଆଇଏଏସ୍ ପରୀକ୍ଷା ୨୦୨୩ ଫଳ: ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର, ଓଡ଼ିଶାର ଅନିମେଶ ପ୍ରଧାନ ଦ୍ବିତୀୟ ସ୍ଥାନରେ
- ରାସ୍ତା ପାର୍ଶ୍ଵରେ ଛିଡ଼ା ହୋଇଥିବା ବେଳେ ଚଢ଼ିଗଲା ଟ୍ରକ: ୨ ମୃତ, ଜଣେ ଗୁରୁତର
- ସିଡ୍ନୀ ଚର୍ଚ୍ଚରେ ଛୁରାମାଡ଼, ବିଶପ ଆହତ
- ଇରାନକୁ ଉଚିତ ସମୟରେ ଜବାବ ଦିଆଯିବ: ଇସ୍ରାଏଲ
- ପ୍ରଧାନ ବିଚାରପତିଙ୍କୁ ୨୧ ପୂର୍ବ ବିଚାରପତିଙ୍କ ଚିଠି
- ୨୨ ବର୍ଷରେ ଭାରତରେ ୨୩ ଲକ୍ଷ ହେକ୍ଟର ଜଙ୍ଗଲ ଧ୍ବଂସ
- କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ବସ୍ତି: ଆଗୁଆ ଶୁଣାଣି ପାଇଁ ମନାକଲେ
- ନିର୍ବାଚନୀ ବଣ୍ଡ୍ ରଦ୍ଦ: ‘ଦିନେ ସମସ୍ତେ ଅନୁତାପ କରିବେ’
Thursday, April 18