କଳା ଓ ସଂସ୍କୃତି ରାଜ୍ୟ ସ୍ପେଶାଲ ରିପୋର୍ଟ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ୧୪/୦୯: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷପରେ ଶ୍ରୀଜିଉଙ୍କ ଏହି ସ୍ୱତନ୍ତ୍ର ନୀତି ହେବ । ଏଥିପାଇଁ ଅପରାହ୍ଣରେ ଠାକୁର ଦର୍ଶନ କଟକଣା ରହିବ ।

ବନକଲାଗି ନୀତି ପାଇଁ ଅପରାହ୍ଣ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକ ମାନେ ଶ୍ରୀବିଗ୍ରହଙ୍କ ଏହି ସେବା କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ, କଳା ଆଦି ବ୍ୟବହାର କରାଯାଇଥାଏ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ମିଳିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,