ରାଜ୍ୟ ସ୍ପେଶାଲ ରିପୋର୍ଟ

ସକାଳୁଆ ହେବ ଅଙ୍ଗନବାଡ଼ି: ସକାଳ ୭ଟାରୁ ୧୧ଟା ୩୦ ଯାଏ ଖୋଲା ରହିବ

ଭୁବନେଶ୍ବର: ରାଜ୍ୟରେ ପ୍ରଚଣ୍ଡ ଖରା ପାଇଁ ବଦଳିଲା ଅଙ୍ଗନବାଡ଼ି ସମୟ। ସକାଳୁଆ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବାକୁ ମହିଳା ଓ ଶିଶୁ ବିକାଶ ବିଭାଗ ନିର୍ଦ୍ଦେଶ ଦେଇଛନ୍ତି। ସକାଳ ୭ଟାରୁ ୧୧ଟା ୩୦ ଯାଏ ଖୋଲା ରହିବ ଅଙ୍ଗନବାଡ଼ି କେନ୍ଦ୍ର।

ଏହା ପୂର୍ବରୁ ରାଜ୍ୟର ସମସ୍ତଙ୍କ ସରକାରୀ ଓ ଘରୋଇ ବିଦ୍ୟାଳୟକୁ ସକାଳୁଆ ଘୋଷଣା କରିଥିଲେ ସରକାର। ଏପ୍ରିଲ ୨ରୁ ସମସ୍ତ ସ୍କୁଲ ସକାଳ ୭ଟାରୁ ସାଢେ ୧୧ଟା ଯାଏ ଚାଲୁଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।