ଅପରାଧ ଦେଶ ବିଦେଶ

ସପରିବାର ଆତ୍ମହତ୍ୟା କରିବାରେ ହେଲେ ବିଫଳ, ୭ବର୍ଷର ଝିଅକୁ ହତ୍ୟାକରି ସ୍ତ୍ରୀର ଗଳାଚିପି ମାରିବାକୁ ଉଦ୍ୟମ

ମୁମ୍ବାଇ ୩୧।୫: ମୁମ୍ବାଇ ନିକଟ ମୀରା ରୋଡରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ପରିବାରର ସମସ୍ତେ ଏକାଠି ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ । ଯେତେବେଳେ ସେମାନେ ଆତ୍ମହତ୍ୟା କରିପାରିନଥିଲେ ସେତେବେଳେ ବ୍ୟକ୍ତି ଜଣକ ନିଜ ସ୍ତ୍ରୀ ଏବଂ ଛୁଆକୁ ହତ୍ୟା କରିଥିଲା ।

ମିଳିଥିବା ସୂଚନା ଅନୁସାରେ, ମୁମ୍ବାଇ ନିକଟରେ ଥିବା ମୀରା ରୋଡ୍ ଅଞ୍ଚଳରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ୭ ବର୍ଷର ଝିଅ ସହ ରହୁଥିଲେ । କୌଣସି କାରଣରୁ ପ୍ରଥମେ ସପରିବାର ଏକାଠି ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ । ଯେତେବେଳେ ଏହା ସମ୍ଭବ ହୋଇପାରିନଥିଲା ବ୍ୟକ୍ତି ଜଣକ ନିଜ ୭ବର୍ଷର ଝିଅକୁ ହତ୍ୟା କରିଥିଲା ।

ଏହାପରେ ବ୍ୟକ୍ତି ଜଣକ ସ୍ତ୍ରୀଙ୍କ ଗଳା ଚିପି ହତ୍ୟା କରିବାକୁ ଉଦ୍ୟମ କରିଥିଲେ । ଏହାପରେ ବ୍ୟକ୍ତି ଜଣଙ୍କ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ । ବର୍ତ୍ତମାନ ସପୃକ୍ତ ବ୍ୟକ୍ତିଙ୍କ ସ୍ତ୍ରୀଙ୍କ ଅବସ୍ଥା ଗୁରୁତର ସଙ୍କଟାପନ୍ନ ରହିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ