ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ସରକାରୀ ଅଫିସରେ ଦିଆଯିବ କରୋନା ଭାକ୍‌ସିନ୍‌, ୬ରୁ ଆରମ୍ଭ ହେବ ଟିକାକରଣ

ଭୁବନେଶ୍ୱର ୦୩।୦୨: ସରକାରୀ ଅଫିସରେ ଦିଆଯିବ କରୋନା ଟିକା । ପ୍ରଥମେ ଆଗଧାଡିରେ ଯୋଦ୍ଧାଙ୍କୁ ଦିଆଯିବା । ଏଥିଲାଗି ବିଭିନ୍ନ ଅଫିସରେ ଟୀକା ରୁମ୍‌ କରାଯିବ । ପ୍ରଥମ ପର୍ଯ୍ୟାୟରେ ଗୃହ ଓ ନଗର ଉନ୍ନୟନ, ରାଜସ୍ୱ ବିଭାଗର ଅଧିକାରୀ ଏବଂ କର୍ମଚାରୀଙ୍କୁ ଦିଆଯିବ ଟିକା ।

ଏଥିଲାଗି ବର୍ତ୍ତମାନ ସୁଦ୍ଧା ୧ଲକ୍ଷ ୯୨ହଜାର ଡାଚା ବେସ୍‌ ପ୍ରସ୍ତୁତ ହୋଇସାଇଛି । ଏହି ଟିକାକରଣ କାର୍ଯ୍ୟ ଆସନ୍ତା ୬ତାରିଖରୁ ଆରମ୍ଭ ହେବ । ତିନି ସପ୍ତାହ ମଧ୍ୟରେ ଆଗଧାଡିର ଯୋଦ୍ଧାମାନଙ୍କ ଟିକା କରଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ସେପଟେ ଓଡିଶାକୁ ଆଜି ୬୩ହଜାର ୯୦ ଡୋଜ୍‌ କୋଭିସିଲ୍ଡ ଓ ୮୩ହଜାର ୫୦୦ କୋଭିକ୍ସିନ ଟିକା ଆସିଛି ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨ ଲକ୍ଷ ୮ ହଜାର ୨୦୫ ଜଣଙ୍କୁ ଟୀକା ଦିଆଯାଇଛି । ଯାହା ଟିକାକରଣର ୬୨ ପ୍ରତିଶତ ଅଟେ । ତେବେ ପ୍ରଥମ ପର୍ଯ୍ୟାୟ ଟିକାକରଣ ୧୦ତାରିଖ ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ଏହାପରେ ଫେବୃଆରୀ ୧୫ତାରିଖରୁ ପ୍ରଥମ ଫେଜ୍‌ର ସେକଣ୍ଡର ଡୋଜ ଦିଆଯିବ । ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ