ଭଦ୍ରକ ୧୦।୧୧: ସରିଲା ମା ଭଦ୍ରକାଳୀଙ୍କ ସପ୍ତମାତୃକା ବେଶ । ଶେଷ ଦିନରେ ମା ଭଦ୍ରକାଳୀ ମହାଲକ୍ଷ୍ମୀ ବେଶରେ ଦର୍ଶନ ଦେଇଛନ୍ତି । ଏହି ବେଶରେ ମା ପଦ୍ମ ଉପରେ ଉପବେଶନ କରିଥିବା ବେଳେ ଧବଳ ହସ୍ତୀ ବାହାନ ରୂପରେ ରହିଛନ୍ତି । ଏହି ବେଶ ଧାରଣ କଲେ ଧନ-ଧାନ୍ୟରେ ପୂର୍ଣ୍ଣ ହେବାର ବିଶ୍ୱାସ ରହିଛି । ଏହି ଅବସରରେ ଆୟୋଜିତ ବିଶ୍ୱ ଶାନ୍ତି ଯଜ୍ଞର ପୂର୍ଣ୍ଣାହୂତି ମଧ୍ୟ ହୋଇଛି । କୋଭିଡ଼ କଟକଣା ପାଇଁ ଏଥର ମଧ୍ୟ ପ୍ରସାଦ ସେବନକୁ ବନ୍ଦ ରଖାଯାଇଛି ।
Trending
- ନ୍ୟାୟପାଳିକାକୁ ନେଇ ମୋଦୀ-କଂଗ୍ରେସ ମୁହାଁମୁହିଁ
- ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଲେ ୬୦୦ ଓକିଲ: ନ୍ୟାୟପାଳିକାକୁ ପ୍ରଭାବିତ କରିବାକୁ ଚେଷ୍ଟା କରୁଛନ୍ତି ‘ନ୍ୟସ୍ତସ୍ୱାର୍ଥ ଗୋଷ୍ଠୀ’
- ଟିକେଟ୍ ନ ମିଳିବାରୁ ସାଂସଦଙ୍କ ଆତ୍ମହତ୍ୟା
- ପ୍ରାର୍ଥୀ ବଦଳାଇ ଚର୍ଚ୍ଚାରେ ବିଜେପି: ସଫଳ ହେବ ନା ବିଫଳତାକୁ ଦୋହରାଇବ?
- ଭୁବନେଶ୍ବର ଉତ୍ତରରୁ ପ୍ରାର୍ଥୀ କିଏ? ନାମ ଘୋଷଣା କଲାନି ବିଜେଡି, କର୍ମୀଙ୍କ ଉତ୍କଣ୍ଠା ବଢ଼ୁଛି
- ଟିକେଟରୁ ବଞ୍ଚିତ ହେବା ପରେ ସୁରେଶଙ୍କ ସାମ୍ବାଦିକ ସମ୍ମିଳନୀ: ସାଂସଦ ଭାବେ ପ୍ରଦର୍ଶନର ଚିତ୍ରଦେଲେ
- ବିଜେପି ଛାଡ଼ିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା
- ଓଡ଼ିଶାର ଅସ୍ମିତାକୁ ନେଇ ଲଢ଼ିବ କଂଗ୍ରେସ: ସବୁ ନିର୍ବାଚନମଣ୍ଡଳୀର ଲୋକଙ୍କ ପାଖରେ ପହଞ୍ଚିବ ରାହୁଲଙ୍କ ୫ ଗ୍ୟାରେଣ୍ଟି ସଂକଳ୍ପ
Friday, March 29