କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ସର୍ବସାଧାରଣଙ୍କୁ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର, ମାସ୍କ ଓ ୬ ଫୁଟ ଦୂରତା ବାଧ୍ୟତାମୂଳକ

ଆଠଗଡ ୧୧।୧: ଆଜିଠୁ ସର୍ବସାଧାରଣଙ୍କୁ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର । କରୋନା ମହାମାରୀ ପାଇଁ ରାଜ୍ୟ ସରକାର ସମସ୍ତ ମନ୍ଦିରଗୁଡିକରେ ସାଧାରଣ ଦର୍ଶନକୁ ବାରଣ କରିଥିଲେ । ତେବେ ଦୀର୍ଘ ୧୦ ମାସ ପରେ ସର୍ବସାଧାରଣଙ୍କୁ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର । ୨ରୁ ୧୦ବର୍ଷ ପିଲା ଓ ୬୫ବର୍ଷରୁ ଉର୍ଦ୍ଧ୍ବ ଲୋକଙ୍କୁ ମନ୍ଦିର ଭିତରକୁ ଯିବାକୁ ବାରଣ କରାଯାଇଛି । ମାସ୍କକୁ ବାଧ୍ୟତାମୂଳକ କରାଯିବ ସହ ୬ ଫୁଟ ଦୂରତା ରଖିବାକୁ ଶ୍ରଦ୍ଧାଳୁମାନଙ୍କୁ କୁହାଯାଉଛି । ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ରାତ୍ର ୪ଟାରୁ ପହଡ ଖୋଲାଯାଇ ବାବାଙ୍କ ର ସ୍ନାନ କରାଯାଇ ମଙ୍ଗଳ ଆରତୀ କରାଯାଇଥିଲା ।

ଗତ ୮ ତାରିଖରୁ ଧବଳେଶ୍ବର ମନ୍ଦିର ଖୋଲିଥିବା ବେଳେ ପ୍ରଥମେ ସେବାୟତଙ୍କ ପରିବାର, ପରେ ମଞ୍ଚେଶ୍ବର ପଞ୍ଚାୟତବାସୀ ଦର୍ଶନର ସୁଯୋଗ ପାଇଥିଲେ । ଆଜିଠୁ ସର୍ବସାଧାରଣଙ୍କୁ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,