ରାଜ୍ୟ ସ୍ୱାସ୍ଥ୍ୟ

ସାଂଘାତିକ ସ୍ଥିତିରେ ସଂକ୍ରମଣ: ବନ୍ଦ ହେଲା ଭିସୁଟ୍

ଭୁବନେଶ୍ୱର: କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ବିଭିନ୍ନ ଶିକ୍ଷାନୁଷ୍ଠାନରେ ଏବେ ଅଧିକ ସଂକ୍ରମଣର ସୂଚନା ମିଳିଛି । ଏହି ପରିପ୍ରେକ୍ଷୀରେ ସଂକ୍ରମଣ ବଢ଼ିବାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ଭିସୁଟ୍ । ୧୮ ଜଣ ଛାତ୍ରଛାତ୍ରୀ ପଜିଟିଭ୍ ଚିହ୍ନଟ ହେବା ପରେ ଭିସୁଟ୍ ବନ୍ଦ କରାଯାଇଛି । ତେଣୁ କାଲି ସୁଦ୍ଧା ହଷ୍ଟେଲ୍ ଖାଲି କରିବାକୁ ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ସୂଚନାଯୋଗ୍ୟ, ରାଜ୍ୟରେ ସଂକ୍ରମଣ ବଢ଼ିବାରେ ଲାଗିଛି । ରାଜ୍ୟରେ ଗତ ୨୪ ଘଣ୍ଟା ୂମଧ୍ୟରେ ୧୭୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୧୮ ବର୍ଷ ମଧ୍ୟରେ ୪୦୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟେ ସଙ୍ଗରୋଧ କେନ୍ଦ୍ରରୁ ୧୫୭୯ ଜଣ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୧୨୪ ଜଣ ଚିହ୍ନଟ ହୋଇଛନ୍ତି କୋଭିଡ୍ ଆକ୍ରାନ୍ତ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ