ଅପରାଧ ରାଜ୍ୟ

ସାଇବର ପୋଲିସ ପଞ୍ଝାରେ ସାଇବର ଠକ, ଚାକିରି ଦେବାକୁ ଠକିଥିଲେ ଲକ୍ଷାଧିକ ଟଙ୍କା

ଭୁବନେଶ୍ୱର ୦୫।୦୬: ସାଇବର ଥାନା ପୋଲିସ ହାତରେ ସାଇବର ଠକ । ଚାକିରି ଦେବା ଆଳରେ ଠକିଥିଲା ଲକ୍ଷାଧିକ ଟଙ୍କା । ଗିରଫ ସାଇବର ଠକଙ୍କ ନାମ ଦିଲ୍ଲୀପ ବେହେରା ବୋଲି ଜଣାପଡ଼ିଛି ।

ଖବର ଅନୁଯାୟୀ, ନାଲକୋ, ଏନଟିପିସି, ଲାନକୋ, ସିମ୍ପ୍ଲେକ୍ସ ଭଳି ବଡ଼ ବଡ଼ କମ୍ପାନୀ ରେ ଚାକିରୀ ଦେବା ନାଁରେ ଠକେଇ କରିଥିଲା। ବିଭିନ୍ନ ଖବରକାଗଜ ମାଧ୍ୟମରେ ଆଡ୍ ଦେବା ସହ ଅନଲାଇନ ପେମେଂଟ ନେଇଥିଲା ଠକ ଦିଲ୍ଲୀପ ବେହେରା। ମଞ୍ଚେଶ୍ୱର ଥାନା ଇଂଜିଣାରୁ ଗିରଫ କଲା ସାଇବର ଥାନା ପୁଲିସ। ଦିଲ୍ଲୀପର ଚାରୋଟି ବ୍ୟାଙ୍କ୍ ଆକାଉଣ୍ଟକୁ ଫ୍ରିଜ୍ କରିଛି ସାଇବର ଥାନା।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।