ଦେଶ ବିଦେଶ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ସିଲିଣ୍ଡର ଫାଟି ୨୦ ଗୁରୁତର, ଘଟଣାସ୍ଥଳରେ ଦମକଳ ବାହିନୀ, ଉଦ୍ଧାରକାର୍ଯ୍ୟ ଜାରି

ମୁମ୍ବାଇ, ୦୬।୧୨: ମହାରାଷ୍ଟ୍ରର ମୁମ୍ବାଇ ଲାଲବାଗ ଅଞ୍ଚଳରେ ଏକ ଗ୍ୟାସ ସିଲିଣ଼୍ଡର ବିସ୍ଫୋରଣ ହୋଇଛି ।ଏଥିରେ ୨୦ଜଣ ଆହତ ହୋଇଥିବା ସୂଚନା ମିଳିଛି ।

ସୂଚନା ଅନୁସାରେ, ରବିବାର ସକାଳେ ଲାଲବାଗ୍ ଅଞ୍ଚଳରେ ଜଣଙ୍କ ଘରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ହୋଇଥିଲା । ଏଥିରେ ୨୦ ଜଣ ଆହତ ହୋଇଛନ୍ତି । ବିସ୍ଫୋରଣ ପରେ ଘଟଣାସ୍ଥଳରେ ନିଆଁ ଲାଗିଯାଇଥିଲା । ଖବର ପାଇ ଘଟଣାସ୍ଥଳରେ ଦମକଳବାହିନୀ ପହଁଚି ନିଆଁଲିଭା କାର୍ଯ୍ୟ ଜାରି ରଖିଛନ୍ତି ।ଏହାସହ ଉଦ୍ଧାରକାର୍ଯ୍ୟ ମଧ୍ୟ ଜାରି ରହିଛି ।

ବୃହମୁମ୍ବାଇ ନଗର ନିଗମର ସୂଚନା ଅନୁସାରେ, ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ କିଙ୍ଗ୍ ଏଡଓ୍ୱାର୍ଡ ମେମୋରିଆଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହାମଧ୍ୟରେ ମୁମ୍ବାଇ ମେୟର କିଶୋରୀ ଫେଡନେକର ଲାଲବାଗ୍ ଅଞ୍ଚଳରେ ହୋଇଥିବା ବିସ୍ଫୋରଣ ସ୍ଥଳରେ ପହଁଚିଛନ୍ତି । ଏହାସହ କ୍ଷତିଗ୍ରସ୍ତଙ୍କୁ ମଧ୍ୟ ସାକ୍ଷାତ କରିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ