ରାଜ୍ୟ ସ୍ୱାସ୍ଥ୍ୟ

ସୀମାନ୍ତ ଜିଲ୍ଲାକୁ ଫୋକସ, ଟିକାକରଣକୁ ଅଧିକ ଗୁରୁତ୍ୱ- ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର ୧୫।୧୨: ଓମିକ୍ରନର ଭୟାବହତାକୁ ଦେଖି ସୀମାନ୍ତ ଜିଲ୍ଲା ଉପରେ ଅଧିକ ଫୋକସ କରାଯାଉଛି । ସର୍ଭିଲାନ୍ସ ଓ ଭ୍ୟାକ୍ସିନେସନକୁ ଗୁରୁତ୍ୱ ଦିଆଯାଉଛି । ବାହାରୁ ଆସୁଥିବା ଲୋକମାନଙ୍କର ସର୍ଭିଲାନ୍ସକୁ କଡାକଡି କରାଯାଇଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଜିନମ୍ ସିକ୍ୟୁଏନସିଂ କରାଯାଉଛି । ଟିକାକରଣକୁ ଆମେ ଗୁରୁତ୍ୱ ଦେଉଛୁ । ଖୁବ ଶୀଘ୍ର ଟିକା କରଣ ପାଇଁ ଆମର କାର୍ଯ୍ୟ ଜାରି ରହିଛି । ଆର୍ଟ ରିକ୍ସ ଦେଶରୁ ଯେଉଁମାନେ ଆସୁଛନ୍ତି । ତାଙ୍କ ଉପରେ କଡ଼ା ନଜର ରଖାଯାଇଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ବର୍ତ୍ତମାନ ଏହା ଉପରେ ଅଧିକ ଗବେଷଣା ଚଳାଇଛି । ଏହି ଭ୍ୟାରିୟାଣ୍ଟ ଅଧିକ ଘାତକ ହେଉ କି ନ ହେଉ ଆମକୁ ସତର୍କ ରହିବାକୁ ପଡ଼ିବ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ