ଅପରାଧ ରାଜ୍ୟ

ସୀମା ଟପିଲା ଫାଇନାନ୍ସ କମ୍ପାନୀର ଜୁଲମ, ସହିନପାରି ମହିଳାଙ୍କ ଆତ୍ମହତ୍ୟା ଅଭିଯୋଗ

ଖଲ୍ଲିକୋଟ, ୧୩/୦୫: ସୀମା ଟପିଲା ଫାଇନାନ୍ସ କମ୍ପାନୀର ଜୁଲମ | ଜୁଲମ ସହିନପାରି ମହିଳାଙ୍କ ଆତ୍ମହତ୍ୟା ଅଭିଯୋଗ । ମୃତକ ହେଲେ ଗଞ୍ଜାମ ପୋଡ଼ାପଦର ଗ୍ରାମର ଅଙ୍ଗନବାଡ଼ି କର୍ମୀ ସୁଭାସିନୀ ପଣ୍ଡା । ୫ ଦିନ ହେଲା ନିଖୋଜ ଥିଲେ ସୁଭାସିନୀ । ପୋଡାପଦର ଗ୍ରାମ ନିକଟରେ ଥିବା ଏକ କାଜୁ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି |

ଘଟଣାରେ ଛତ୍ରପୁର ପୋଲିସର ତଦନ୍ତ ଜାରି ରହିଛି । ଗତ ୧୧ ତାରିଖ ଦିନ ଏକ ଫାଇନାନ୍ସ କମ୍ପାନୀ ନାଁରେ ଥାନାରେ ଏତେଲା ଦେଇଥିଲେ ପରିବାର ଏବଂ ଗ୍ରାମବାସୀ | ଫାଇନାନ୍ସ କମ୍ପାନୀ ଋଣ ଦେବା ପରେ ଋଣ ଶୁଝିବା ପାଇଁ ବାଧ୍ୟ କରୁଥିବା ଅଭିଯୋଗ ହୋଇଛି |

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।