ରାଜ୍ୟ ସ୍ପେଶାଲ ରିପୋର୍ଟ

ସୁଆଣ୍ଡୋ ପ୍ରକଳ୍ପର ଲୋକାର୍ପଣ ଆଜି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ପୁରୀ/ସାକ୍ଷୀଗୋପାଳ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗୋପବନ୍ଧୁଙ୍କ ଜନ୍ମପୀଠ ପୁରୀ ଜିଲ୍ଲା ଅନ୍ତର୍ଗତ ସୁଆଣ୍ଡୋ ପ୍ରକଳ୍ପର ଲୋକାର୍ପଣ କରିବେ।

ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୧ଟାରେ ସୁଆଣ୍ଡୋ ଗ୍ରାମରେ ପହଞ୍ଚିବାପରେ ନବନିର୍ମିତ ପ୍ରକଳ୍ପ ସ୍ଥଳ ପରିଦର୍ଶନ କରି ଏହାର ଲୋକାର୍ପଣ କରିବା ସହ ଆୟୋଜିତ ସଭାରେ ଯୋଗଦେବେ। ପ୍ରକଳ୍ପ ଲୋକର୍ପଣ କରିବା ଅବସରରେ ସେ ଏକ ଘଣ୍ଟା ସୁଆଣ୍ଡୋରେ ରହିବେ। ଏଥିପାଇଁ ବ୍ୟାପକ ପ୍ରସ୍ତୁତି ସହ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଉଲ୍ଲେଖଯୋଗ୍ୟ ଯେ ୨୫ କୋଟି ୮୦ ଲକ୍ଷ ଟଙ୍କାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାଶଙ୍କ ଜନ୍ମପୀଠ ସୁଆଣ୍ଡୋ ଗାଁ ଇତିମଧ୍ୟରେ ନୂଆ ରୂପ ପାଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।