ରାଜ୍ୟ ସ୍ପେଶାଲ ରିପୋର୍ଟ

ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ କଏଦୀ ଫେରାର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଜଣେ କଏଦୀ ଫେରାର ହୋଇଯାଇଥିବା ଜଣାଯାଇଛି। ହତ୍ୟାକାରୀ ମାମଲାରେ ଥିବା କଏଦୀ ଅର୍ଜୁନ ମୁଣ୍ଡା ବିଳମ୍ବିତ ରାତରେ ଚଂପଟ ମାରିଛି।
ଭସ୍ମା ଥାନା ଅଞ୍ଚଳର ଏକ ହତ୍ୟା ଘଟଣାରେ ସଜା କାଟୁଥିଲା କଏଦୀ ଅର୍ଜୁନ। ଅପରେସନ ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ବେଳେ ଜେଲ କର୍ମଚାରୀଙ୍କୁ ଚକମା ଦେଇ କଏଦୀ ଫେରାର ମାରିଥିଲା। ଏନେଇ ସୁନ୍ଦରଗଡ ଟାଉନ ଥାନାରେ ଅଭିଯୋଗ କରିଛନ୍ତି ଜେଲ କର୍ତ୍ତୃପକ୍ଷ। ଟାଉନ ଥାନା ପୁଲିସ ଘଟଣାର ତଦନ୍ତ କରୁଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।