ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ସୁରକ୍ଷା କର୍ମୀ କୋଭିଡ ଟିକାଦେବା ଘଟଣା: ନର୍ସ ଓ ସୁରକ୍ଷାକର୍ମୀ ନିଲମ୍ବିତ

ସିନାପାଲି: ନୂଆପଡ଼ା ଜିଲ୍ଲା ସିନାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସୁରକ୍ଷାକର୍ମୀ କୋଭିଡ ଟିକା ଦେବା ଘଟଣାରେ ସଂପୃକ୍ତ ସ୍ବାସ୍ଥ୍ୟକେନ୍ଦ୍ରର ନର୍ସ ତପସ୍ବିନୀ ସା ଓ ସୁରକ୍ଷା କର୍ମୀ ‌କେଶବ ଦଳପତିଙ୍କୁ ନିଲମ୍ବନ କରାଯାଇଛି। ପ୍ରକାଶ ଯେ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟକର୍ମୀ କିଂବା ନର୍ସଙ୍କ ବଦଳରେ ସୁରକ୍ଷାକର୍ମୀ କୋଭିଡ ଟିକାଦାନ କରୁଥିବା ଅଭିଯୋଗ ହୋଇଥିଲା। ଏନେଇ ‘ସମ୍ବାଦ’ରେ ପ୍ରକାଶ ପାଇବା ପରେ ଏଡିଏମ୍‌ଓ (ଏଫ୍‌ଡବ୍ଲୁ) ବିନୋଦ ବିହାରୀ ରଥ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ତଦନ୍ତ କରିଥିଲେ। ଅଭିଯୋଗରେ ସତ୍ୟତା ଥିବା ଜାଣିବା ପରେ କାର୍ଯ୍ୟାନୁଷ୍ଠାନ ନେଇଥିଲେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ