ସିନାପାଲି: ନୂଆପଡ଼ା ଜିଲ୍ଲା ସିନାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସୁରକ୍ଷାକର୍ମୀ କୋଭିଡ ଟିକା ଦେବା ଘଟଣାରେ ସଂପୃକ୍ତ ସ୍ବାସ୍ଥ୍ୟକେନ୍ଦ୍ରର ନର୍ସ ତପସ୍ବିନୀ ସା ଓ ସୁରକ୍ଷା କର୍ମୀ କେଶବ ଦଳପତିଙ୍କୁ ନିଲମ୍ବନ କରାଯାଇଛି। ପ୍ରକାଶ ଯେ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟକର୍ମୀ କିଂବା ନର୍ସଙ୍କ ବଦଳରେ ସୁରକ୍ଷାକର୍ମୀ କୋଭିଡ ଟିକାଦାନ କରୁଥିବା ଅଭିଯୋଗ ହୋଇଥିଲା। ଏନେଇ ‘ସମ୍ବାଦ’ରେ ପ୍ରକାଶ ପାଇବା ପରେ ଏଡିଏମ୍ଓ (ଏଫ୍ଡବ୍ଲୁ) ବିନୋଦ ବିହାରୀ ରଥ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ତଦନ୍ତ କରିଥିଲେ। ଅଭିଯୋଗରେ ସତ୍ୟତା ଥିବା ଜାଣିବା ପରେ କାର୍ଯ୍ୟାନୁଷ୍ଠାନ ନେଇଥିଲେ।
Trending
- ମୁଖ୍ୟମନ୍ତ୍ରୀ ରହିବେ କେଜ୍ରିୱାଲ: ପଦବୀରୁ ହଟାଇବା ଆବେଦନ ଖାରଜ କଲେ ହାଇକୋର୍ଟ
- ନ୍ୟାୟପାଳିକା ଉପରେ ଚାପ ପ୍ରୟୋଗ କରାଯାଉଛି, ହେଉଛି ବେଞ୍ଚ ଫିକ୍ସିଂ: ୬୦୦ରୁ ଅଧିକ ଆଇନଜୀବୀ ସିଜେଆଇଙ୍କୁ ଲେଖିଲେ ଚିଠି
- ବରୁଣଙ୍କ ଭାବପ୍ରବଣ ଚିଠି: ଶେଷ ନିଃଶ୍ବାସ ପର୍ଯ୍ୟନ୍ତ ପିଲଭିତ୍ ସହିତ ତୁଟିବନି ମୋ ସମ୍ପର୍କ
- ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା: ଭର୍ତ୍ତୃହରି-ସିଦ୍ଧାନ୍ତ-ଦମୟନ୍ତୀ ବିଜେପିରେ ଯୋଗ ଦେଇପାରନ୍ତି
- ରାଜଧାନୀରେ ବନ୍ଧୁକ ମାଫିଆ: ନିର୍ବାଚନ ବେଳେ ସୁପାରି କିଲର ସକ୍ରିୟ
- ପୁଲିସ କର୍ମଚାରୀଙ୍କ ଶବ ପାଇଁ ଟଣାଓଟରା: ଦୁଇ ପତ୍ନୀ, ମା’ ମୁହାଁମୁହିଁ; ଶେଷରେ ଶବ ନେଲେ ମା’
- ରାଜନୈତିକ ଶତ୍ରୁତାରୁ ହୋଲିରେ ଗୋଷ୍ଠୀ ସଂଘର୍ଷ: ସରପଞ୍ଚଙ୍କ ସ୍ବାମୀ, ଦିଅରଙ୍କ ସହ ୧୦ ଆହତ
- କନ୍ଧମାଳ ଲୋକସଭା ଆସନରୁ ପୁଣି ଅଚ୍ୟୁତ: ଘୁ.ଉଦୟଗିରିରୁ ସାଲୁଗା
Thursday, March 28