ଦେଶ ବିଦେଶ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ସୁରଟ ହସ୍ପିଟାଲରେ ଅଗ୍ନିକାଣ୍ଡ: ରୋଗୀମାନଙ୍କୁ ସ୍ଥାନାନ୍ତର କଲା ଡାକ୍ତରଖାନା, ନିଆଁ ଲିଭାଇବା କାର୍ଯ୍ୟ ଆରମ୍ଭ

ସୁରଟ: ପୁଣି ଡାକ୍ତରଖାନାରେ ଲାଗିଲା ନିଆଁ | ଗୁଜୁରାଟର ସୁରଟ ସହରରେ ଥିବା ଏକ ଡାକ୍ତରଖାନାରେ ଆଜି ନିଆଁ ଲାଗିଥିବା ନେଇ ଖବର ମିଳିଛି | ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ପହଞ୍ଚି ନିଆଁକୁ ଆୟତ୍ତ କରିବା ଆରମ୍ଭ କରିଛନ୍ତି | ବର୍ତ୍ତମାନ ପର୍ଯ୍ୟନ୍ତ କେହି ମୃତାହତ ହୋଇନଥିବା ବେଳେ ନିଆଁ ଲାଗିବାର କାରଣ ଜଣା ପଡ଼ିନାହିଁ |

ତେବେ ନିଆଁ ଲାଗିବା ପରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ରୋଗୀଙ୍କୁ ନିଶ୍ୱାସ ନେବାରେ ଅସୁବିଧା ହେଉଥିବାରୁ ସେମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିବା ନେଇ ଡାକ୍ତର କହିଛନ୍ତି |

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ