ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ସୁସ୍ଥ ଅଛନ୍ତି ପିସିସି ସଭାପତି: ମେଦାନ୍ତରେ ଚାଲିଛି ଚିକିତ୍ସା, ସୂଚନା ଦେଲେ ସାଂସଦ ଓ ପୁଅ ନବଜ୍ୟୋତି

ଭୁବନେଶ୍ୱର ୧୬/୪: ଠିକ୍ ଅଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟବସ୍ଥା । ଟ୍ୱିଟ କରି ସୂଚନା ଦେଇଛନ୍ତି ସାଂସଦ ସପ୍ତଗିରି ଉଳାକା । ସେ କହିଛନ୍ତି ତାଙ୍କର ସ୍ୱାସ୍ଥ୍ୟ ଠିକ୍ ଅଛି, ସେ ରୁଟିନ ଚେକଅପ୍ ପାଇଁ ଗୁରୁଗ୍ରାମର ମେଦାନ୍ତରେ ଭର୍ତ୍ତି ହୋଇଛନ୍ତି ।

ତାଙ୍କ ପୁଅ ନବଜ୍ୟୋତି ପଟ୍ଟନାୟକ ମଧ୍ୟ ନିରଞ୍ଜନ ସୁସ୍ଥ ଥିବା ନେଇ ଜଣାଇଛନ୍ତି । ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା ଲାଗି ତାଙ୍କୁ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ପୁଅ କହିଛନ୍ତି । ହୃଦ ଜନିତ ରୋଗରେ ପୀଡ଼ିତ ହୋଇ ସେ ଅସୁସ୍ଥ ହୋଇପଡିଥିଲେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ