ରାଜ୍ୟ

ସେପ୍ଟେମ୍ବର ସୁଦ୍ଧା ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ: ମନ୍ତ୍ରୀ

ସେପ୍ଟେମ୍ବର ସୁଦ୍ଧା ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ। ଏନେଇ ଆଜି ଗୃହରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେ ଇ-କେୱାଇସି ଯାଞ୍ଚ ଚାଲିଛି।

ଭୁବନେଶ୍ୱର: ସେପ୍ଟେମ୍ବର ସୁଦ୍ଧା ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ। ଏନେଇ ଆଜି ଗୃହରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେ ଇ-କେୱାଇସି ଯାଞ୍ଚ ଚାଲିଛି। ନୂଆ ରାସନ କାର୍ଡ ପାଇଁ ଇତିମଧ୍ୟରେ ୯ ଲକ୍ଷରୁ ଅଧିକ ଲୋକ ଆବେଦନ କରିସାରିଲେଣି। ଏବେ ବି ଏଥିଲାଗି ଆବେଦନ ଜାରି ରହିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।