ରାଶିଫଳ

ସେପ୍ଟେମ୍ବର ୦୧ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ–ଆନୁଷଙ୍ଗିକ ସବୁ ପ୍ରକାର ସୁବିଧା ଥିଲେ ମଧ୍ୟ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ । ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଲକ୍ଷ୍ୟ ସ୍ଥଳକୁ ଯିବାରେ ବିଳମ୍ବ ଘଟବାରସୂଚନା ରହିଛି । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୪ ।
• ଚାଷୀ- ଉତ୍ତମବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସଦ୍‌ ବ୍ୟବହାର କରନ୍ତୁ ।
• ଗୃହିଣୀ- ସଦିଚ୍ଛାଭାବ ରହିବ ।

ବୃଷ–ପାରିପାଶ୍ୱିର୍କ ପରିସ୍ଥିତି କେତେକାଂଶରେ ଭଲ ରହିବା ସହ ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣସହ-ଯୋଗ ପାଇବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ।ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୩ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଆର‌୍ୟୁର ବେଦୀ ଚିକିତ୍ସାଲାଭ ଦେବ ।
• କର୍ମଜୀବି- ଜଳଯାତ୍ରା ମନା ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• ଗୃହିଣୀ- ପରକୁ ଆପଣାର କରିବେ ।
• ଛାତ୍ରଛାତ୍ରୀ- ମନରେ ଗର୍ବଭାବ ଆସିବ ।

ମିଥୁନ – ପରିବାରରେ ସ୍ନେହ ସହିଚ୍ଛା ପାଇବେ । ଭୂମି ସମ୍ପର୍କୀୟ ବିବାଦ ଠାରୁ ଦୂରରେ ରହିବା ହିତକର । ମନରେ ଉତ୍ସାହ ଆସିବ । କେତେକ ବିଶେଷ କାର୍ଯ୍ୟ ସହଜରେ ହାସଲ କରିପାରିବେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୭ ।
• ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି-ସହଯୋଗମିଳିବ ।
• ବ୍ୟବସାୟୀ- ମଧୁରଭାଷୀହେବେ ।
• ଗୃହିଣୀ- ମିତ୍ରସୁଖ ପାଇବେ ।

କର୍କଟ–ଜୀବନ ଶୈଳୀରେ ବ୍ୟତିକ୍ରମ ସାଧାରଣ ସ୍ୱାସ୍ଥ୍ୟଭଙ୍ଗର କାରଣ ହେବ ।ସମସ୍ୟା ସମାଧାନ, ଆର୍ଥିକଉନ୍ନତି, ସନ୍ତାନ ସୁଖ ଓ ପରୋପକାର କରି ଆତ୍ମସନ୍ତୋଷ ପାଇବେ । ପତିତ ଅର୍ଥ ଉଦ୍ଧାର ପାଇଁ ପ୍ରଚେଷ୍ଟା ଆବଶ୍ୟକ । ଶୁଭରଙ୍ଗ ଲାଲ୍‌ ।ଶୁଭ ଅଙ୍କ ୪ ।
• ଚାଷୀ-ଉତ୍ତମବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• ଗୃହିଣୀ- ମିତ୍ରସୁଖ ପାଇବେ ।

ସିଂହ –ବୌଦ୍ଧିକ କାର୍ଯ୍ୟରେ ସଫଳତା ମିଳିବ । ଜିଦ ଓ କ୍ଷଣକୋପ ଯୋଗୁ ପାରିବାରିକ ଅଶାନ୍ତି ଆସିବ । ଉଚ୍ଚ ବର୍ଗସହିତସୁସମ୍ପର୍କରହିବ । ଗୃହ ଉପକରଣ କ୍ରୟ କରିବେ । ଗୁରୁଜନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାଜନକ ହେବ । ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୩ ।
• ଚାଷୀ-କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

କନ୍ୟା–ନିର୍ମାଣ ମୂଳକ କାର୍ଯ୍ୟରେ ଅହେତୁକ ବିଳମ୍ବ ମନକୁ ଭାରାକ୍ରାନ୍ତ କରିବ । ପାରିବାରିକ ଅଶାନ୍ତିରହିବ । ପାରିବାରିକ କ୍ଷେତ୍ରରେ ସମନ୍ୱୟ ରକ୍ଷା କରିପାରିବେ ।ସାମୟିକ ଭାବରେ ବିଶୃଙ୍ଖଳିତ ସ୍ଥିତି ଆସିବ । ଶୁଭରଙ୍ଗ ଧୂସର । ଶୁଭ ଅଙ୍କ ୫ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି-ପ୍ରମୋସନ୍‌ମିଳିବ ।
• ବ୍ୟବସାୟୀ- ସଦ୍‌ବ୍ୟବହାରକରନ୍ତୁ ।
• ଗୃହିଣୀ-ପୂଜା ପାଠରେବ୍ୟସ୍ତରହିବେ ।

ତୁଳା–ନୀଚରାଶିରେ ଶୁକ୍ର ଥିବାରୁ କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ । ବିଳାସ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୯ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ବ୍ୟବସାୟୀ- ପ୍ରଚୁର ଲାଭହେବ ।
• ଗୃହିଣୀ-ଧାର୍ମିକ ହେବେ ।

ବିଛା–ଭାଗ୍ୟସ୍ଥାନରେ କର୍ମାଧିପ ରହିଥିବାରୁ ଦୀର୍ଘ ଦିନର ଆଶା ପୁରଣ ଦିଗରେ ଅନୁକୂଳ ପରିସ୍ଥିତିସୃଷ୍ଟିହେବ । କିନ୍ତୁ ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‌ ହେବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୨ ।
• ଚାଷୀ- ଶ୍ରମସାର୍ଥକ ହେବ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ବ୍ୟବସାୟୀ- ମଧୁର ଭାଷୀ ହେବେ ।
• ଗୃହିଣୀ- ସଦିଚ୍ଛାଭାବ ରହିବ ।

ଧନୁ –କଲ୍ୟାଣ ଚନ୍ଦ୍ରଭୋଗ ହେଉଛି । କର୍ମକ୍ଷେତ୍ରରେ ଉତ୍ସାହ ଓ ଅନୁପ୍ରେରଣା ଲାଭ କରିବେ ।ସରକାରୀସ୍ତରରୁ ଅର୍ଥାଗମ ଯୋଗ ଭୋଗ ହେବ । ମାନସିକ ଶାନ୍ତି ଅବ୍ୟାହତରହିବ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୭ ।
• ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସହଯୋଗୀ ବ୍ୟବସାୟ ଲାଭଜନକ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

ମକର–ସମଷ୍ଟିଗତ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରିବେ । ଆବଶ୍ୟକତା ଠାରୁ ଅଧିକ ବ୍ୟୟଭାର ମଧ୍ୟ ପଡିବ । ପରିବାରର ସଦସ୍ୟମାନେ ସହଯୋଗ ପ୍ରଦାନ କରିବେ ।ବସ୍ତ୍ର ଭୂଷଣ ଲାଭହେବ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ- ଜୈବିକ ସାରମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

କୁମ୍ଭ -ସ୍ୱଚ୍ଛଳତା ଓ ସମ୍ପନ୍ନତା ପ୍ରତି ଆଶାବାଦୀ ହେବେ । ଦେହ ସୁସ୍ଥ ରହିବ ।କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବେ । ପାରସ୍ପରିକ ବୁଝାମଣା ସଠିକ୍‌ ରହିବ । ଦୂର ଯାତ୍ରାରେ ସଫଳତା ମିଳିବ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୩ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- ସମ୍ମାନ ପାଇବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ – ଘାତଚନ୍ଦ୍ର ଭୋଗ ହେତୁ ଦିନଟି ଅଶୁଭ ଫଳ ଦାୟକ ହୋଇପାରେ । ମନରେ ଦୁଃଶ୍ଚିନ୍ତା ବଢିବ । କାର୍ଯ୍ୟ ଉପଲକ୍ଷେ ଧନ ବ୍ୟୟ ଏବଂ ସାମାଜିକ ପ୍ରତିଷ୍ଠା ଲାଭ ହେବ । ଦୂର ଯାତ୍ରାରେ କ୍ଷତି ହୋଇପାରେ । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୯ ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବଡଲୋକଙ୍କ କଥା ଶୁଣିବେ ନାହିଁ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତରହିବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

NewsLaxmi7

About Author

You may also like

ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

ମେଷ: ସଫଳତା ହାସଲ କରିବା ଲାଗି ତତ୍ପର ରହିବେ। ଆପଣଙ୍କ ଯାତ୍ରା ଲାଭଦାୟକ ସାବ୍ୟସ୍ତ ହେବ। ଗବେଷଣାରୁ ନୂଆ ତଥ୍ୟ ପାଇବେ। ବୃଷ: ମନ୍ଦିରକୁ ଠାକୁର ଦର୍ଶନ
ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

ମେଷ: ସଫଳତା ହାସଲ କରିବା ଲାଗି ତତ୍ପର ରହିବେ। ଆପଣଙ୍କ ଯାତ୍ରା ଲାଭଦାୟକ ସାବ୍ୟସ୍ତ ହେବ। ଗବେଷଣାରୁ ନୂଆ ତଥ୍ୟ ପାଇବେ। ବୃଷ: ମନ୍ଦିରକୁ ଠାକୁର ଦର୍ଶନ