ରାଶିଫଳ

ସେପ୍ଟେମ୍ବର ୦୬ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ– ଉଚ୍ଚାରୋହୀ ରବି ଓ ମଙ୍ଗଳ ପ୍ରଭାବରେ ସରକାରୀ ସ୍ତରରୁ ଆର୍ଥିକ ସାହାର୍ଯ୍ୟ ଲାଭକରି କେତେକାଂଶରେ ଖୁସି ରହିବେ । ଆରମ୍ଭ କରିଥିବା କାମଟିକୁ ଶେଷ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
• ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ-ଧାର୍ମିକ ହେବେ ।
• କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବୃଷ–ଆଜି ସକାଳୁ ସକାଳୁ ହଠାତ୍‌ ବନ୍ଧୁଙ୍କ ଡାକରା ପାଇ ଦୂରଯାତ୍ରା କରିବାକୁ ପଡିପାରେ । ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୫ ।
• ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• ଗୃହିଣୀ-ଧାର୍ମିକ ହେବେ ।

ମିଥୁନ – କର୍ମକ୍ଷେତ୍ରରେ ଦୃଢ ପଦକ୍ଷପ ନେଇ ପ୍ରତ୍ୟେକ କାମକୁ ସହଜରେ ସମାପନ କରିପାରିବେ । ବନ୍ଧୁଙ୍କ ପାଖରେ ବହୁତ ଦିନରୁ ରହିଥିବା ଟଙ୍କା ଫେରି ପାଇବେ । ଦେହ ଭଲ ରହିଲେ ମଧ୍ୟ ସାମୟିକ ମୁଣ୍ଡବ୍ୟଥା ରହିବ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୬ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି-କାର୍ଯ୍ୟ କରି ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସହଯୋଗୀ ବ୍ୟବସାୟ ଲାଭଜନକ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।

କର୍କଟ–ପାପଗ୍ରହଯୁକ୍ତ ତୃତୀୟଭାବ ପ୍ରଭାବରେ ବନ୍ଧୁଙ୍କ ଉପରେ ଅଯଥା ରାଗ କିମ୍ବା ଅଭିମାନ କରି ଚୁପ୍‌ ରହିଲେ କ୍ଷତିରେ ପଡିବେ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୮ ।
• ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
• ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ –ଆକସ୍ମିକ ବହୁତ ଟଙ୍କା ଖର୍ଚ୍ଚ କରିଥିବା କାରଣରୁ ଆଜି ହଠାତ୍‌ ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ପଡିବ । ଆଜିର କର୍ମକ୍ଷେତ୍ରରେ କ୍ଳାନ୍ତି ଅନୁଭବ କରିବେ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ-କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।

କନ୍ୟା– ପରିସ୍ଥିତି ସହ ଟକ୍କର ଦେଇ ଚେଷ୍ଟା ଅବ୍ୟାହତ ରଖିଲେ ସଫଳତା ପାଇବେ । ଆଲୋଚନା ମଝିରେ ଜଣେ ବନ୍ଧୁଙ୍କ ଉପସ୍ଥିିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ । ଶୁଭ ରଙ୍ଗ ବ୍ରଉନ୍‌ । ଶୁଭ ଅଙ୍କ ୧ ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
• ଗୃହିଣୀ- ପରକୁ ଆପଣାର କରିବେ ।
• ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।

ତୁଳା– ବହୁ ବିଳମ୍ବରେ ସତ୍ତେ୍ୱ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ନ ହେବାରୁ ମାନସିକ ସ୍ତରରେ ସନ୍ତୁଷ୍ଟ ହୋଇପାରିବେ ନାହିଁ ।ଜଣାଶୁଣା ବ୍ୟକ୍ତିଙ୍କ ସହାୟତାରେ ବ୍ୟବସାୟ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହେବ । ଶୁଭରଙ୍ଗ ଲାଲ୍‌ ।ଶୁଭ ଅଙ୍କ ୫ ।
• ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• କର୍ମଜୀବି-କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

ବିଛା– ଆଜି ବିଶେଷକିଛି ଅସୁବିଧା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନ୍‌ସନ ଲାଗିରହିବ । ଆଖି ନ ଦେଖା କଥାକୁ ବିଶ୍ୱାସ କରି ପଦକ୍ଷେପ ନେଲେ ଅସୁବିଧାର ସମ୍ମୁଖୀନ ହେବେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୪ ।
• ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• ଗୃହିଣୀ-ଧାର୍ମିକ ହେବେ ।

ଧନୁ – ସମସ୍ୟା ଲାଗିରହିଥିଲେ ମଧ୍ୟ ଆପଣଙ୍କର କୌଣସି କାମ ଅଟକି ନାହିଁ । ଆର୍ଥିକ ସ୍ଥିତି ମଜଭୁତ୍‌ ରହିବ ଏବଂ କୌଣସି ବ୍ୟକ୍ତି ଠାରୁ ଘଥେହ୍‌ଟ ସହାୟତା ପାଇବେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୩ ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
• ଗୃହିଣୀ- ପରକୁ ଆପଣାର କରିବେ ।
• ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।

ମକର–ପାରିବେଶିକ ଅସ୍ଥିରତା କାରଣରୁ ମାନସିକ ଅଶାନ୍ତି ଦେଖାଦେଇପାରେ । ବାହାର ସ୍ଥାନରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ, ନଚେତ ଅଦଳବଦଳ ହୋଇଯାଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
• ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।

କୁମ୍ଭ – ପତୋକ୍ଷ ଶତ୍ରୁତା କାରଣରୁ ଭଲ କାମ କରି ମଧ୍ୟ ପ୍ରଶଂସା ପାଇପାରିବେ ନାହିଁ । ରବି ଓ ଶୁକ୍ର ଯୋଗରୁ ନୂତନ ଯୋଜନା , ଅବହେଳିତ କାମ, ବାକି ରହିଥିବା ଟଙ୍କା ପଇସା, ଆନୁଷ୍ଠାନିକ କାମ ପ୍ରଭୃତିରେ ସଫଳତା ମିଳିବ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୮ ।
• ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

ମୀନ -ରାଶିରେ କେତୁ ରହିଥିବାରୁ ଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ । ସାଧାରଣ କଥାକୁ କେନ୍ଦ୍ର କରି ସମ୍ପର୍କୀୟ ମୁହଁ ଫେରାଇ ନେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
• ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• କର୍ମଜୀବି-କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

NewsLaxmi7

About Author

You may also like

ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

ମେଷ: ସଫଳତା ହାସଲ କରିବା ଲାଗି ତତ୍ପର ରହିବେ। ଆପଣଙ୍କ ଯାତ୍ରା ଲାଭଦାୟକ ସାବ୍ୟସ୍ତ ହେବ। ଗବେଷଣାରୁ ନୂଆ ତଥ୍ୟ ପାଇବେ। ବୃଷ: ମନ୍ଦିରକୁ ଠାକୁର ଦର୍ଶନ
ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

ମେଷ: ସଫଳତା ହାସଲ କରିବା ଲାଗି ତତ୍ପର ରହିବେ। ଆପଣଙ୍କ ଯାତ୍ରା ଲାଭଦାୟକ ସାବ୍ୟସ୍ତ ହେବ। ଗବେଷଣାରୁ ନୂଆ ତଥ୍ୟ ପାଇବେ। ବୃଷ: ମନ୍ଦିରକୁ ଠାକୁର ଦର୍ଶନ