ରାଜ୍ୟ ରାଶିଫଳ

ସେପ୍ଟେମ୍ବର ୦୯ ତାରିଖ, ଶୁକ୍ରବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ:~ ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବାକୁ ପଡିପାରେ। ଆନୁଷ୍ଠାନିକ ସୁବିଧାସୁଯୋଗ ପାଇ କାମ ହାସଲ କଲେ ମଧ୍ୟ ମାନସିକ ସ୍ଥିତି ଭଲ ରହିବ ନାହିଁ। ଅନ୍ୟମାନଙ୍କ ଭୁଲ୍ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବାକୁ ପଡିପାରେ।

ଶୁଭ ରଙ୍ଗ:~ ସବୁଜ, ଶୁଭ ଅଙ୍କ:~ ୪

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ।

କର୍ମଜୀବି- ପ୍ରଶଂସିତ ହେବେ।

ବ୍ୟବସାୟୀ- ଅର୍ଥ ଲାଭ ହେବ।

ଗୃହିଣୀ- ସୁଖ ଅନୁଭବ କରିବେ।

ବୃଷ:~ କର୍ମକ୍ଷେତ୍ରରେ ଦକ୍ଷତା ହେତୁକ ପ୍ରତିଷ୍ଠିତ ହେବ। କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ର କରି ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ। ଅପରାହ୍ନରେ ବନ୍ଧୁଙ୍କ ଜରିଆରେ ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସମ୍ଭାବନା ରହିଛି।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୪

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ।

ମିଥୁନ:~ ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ, ଯାହାକି ଅଶାନ୍ତିକୁ ନିମନ୍ତ୍ରଣ କରିବ। କାମଗୁଡିକ ଶୃଙ୍ଖଳିତ ହେବାର କେତେକ ପ୍ରତିବନ୍ଧକ ସୃଷ୍ଟି ହେବାର ସମ୍ଭାବନା ରହିଛି। ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ସାମୟିକ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ମଧ୍ୟ ରହିଛି।

ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୩

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ।

ଗୃହିଣୀ- ସୁଖୀ ହେବେ।

କର୍କଟ:~ ସାମାଜିକ ସ୍ତରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଜୀବନଚର୍ଯ୍ୟାର ପ୍ରତ୍ୟେକ ଦିଗ ଠିକ୍ ଥିଲେ ମଧ୍ୟ ବାକ୍ ସଂଯମର ଅଭାବ ସମସ୍ୟାକୁ ଆମନ୍ତ୍ରଣ କରିବ। ବାକି ପଡିଥିବା ଅର୍ଥ ଆଦାୟରେ ସକ୍ଷମ ହେବେ।

ଶୁଭ ରଙ୍ଗ:~ ହଳଦିଆ, ଶୁଭ ଅଙ୍କ:~ ୪

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।

ସିଂହ:~ ଦୈହିକ ଦୁର୍ବଳତା ମାନସିକ ସ୍ଥିତିକୁ ନିରୁତ୍ସାହିତ କରିପାରେ। ଜଣେ ବନ୍ଧୁଙ୍କ ସହ-ଯୋଗରୁ କାମ ହାସଲ କରିବେ। କର୍ମକ୍ଷେତ୍ରରେ ସମସ୍ୟାବହୁଳ ପରିସ୍ଥିତି ଲାଗି ରହିଥିଲେ ମଧ୍ୟ କୌଶଳ ପ୍ରୟୋଗ କରି ସୁଧାରି ନେବେ।

ଶୁଭ ରଙ୍ଗ:~ ହଳଦୀଆ, ଶୁଭ ଅଙ୍କ:~ ୬

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ।

କର୍ମଜୀବି- ସହଯୋଗ ମିଳିବ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ।

କନ୍ୟା:~ ସକାଳୁ ସକାଳୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଆଜିର ଖର୍ଚ୍ଚ ସୀମା ଟପିଯିବ। ଚେଷ୍ଟା କରି ମଧ୍ୟ ପାଇ ପାରୁନ ଥିବା ଜିନିଷଟି ଆଜି ପାଇବେ। ପାରିବାରିକ ସମସ୍ୟା ସମାଦାନ କରିବା ସକାଶେ ବ୍ୟସ୍ତ ହୋଇ ପଡିବେ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୭

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ସୁଖଭାରା ଦିନଟି।

ତୁଳା:~ ଚେଷ୍ଟା କରୁଥିବା କାମରେ କେତେକ ପ୍ରତିବନ୍ଧକ ଦେଖା ଦେବାର ସୂଚନା ରହିଛି । ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢିବା ସୂଚନା ରହିଛି । ବାଧ୍ୟବାଧକତାରେ ଅସ୍ଥିରତାଯୁକ୍ତ କାମଟିର ସପଳ ହେବା କଷ୍ଟକର ହୋଇପାରେ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୨

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ।

କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ।

ବିଛା:~ ପଡ଼ୋଶୀ କେହି ପ୍ରତିବାଦ କରି ଅଶାନ୍ତ ପରିସ୍ଥିତି ସୃଷ୍ଟି କରିପାରନ୍ତି। କଳା,ସାହିତ୍ୟ ଓ ବାଣିଜ୍ୟ, ପରିବହନ, ପ୍ରଶାସନରେ ସୁଫଳ ପାଇବେ। ଆପୋସ ମିଳାମିଶାରୁ ପାରିବାରିକ ସମ୍ୟା ସମାଧାନ ହେବ।

ଶୁଭ ରଙ୍ଗ:~ ବ୍ରାଉନ୍, ଶୁଭ ଅଙ୍କ:~ ୫

ବ୍ୟବସାୟୀ- ବିଜୟୀ ହେବେ।

କର୍ମଜୀବି- ପ୍ରମୋସନ୍ ମିଳିବ।

ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ।

ଧନୁ:~ ଆଜି ସକାଳୁ ସକାଳୁ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍ ଆକସ୍ମିକ ଯାତ୍ରା କରିବାକୁ ପଡିପାରେ। କେତେକ କ୍ଷେତ୍ରରେ ନିଜେ କିଛି କରି ନ ପାରିବା ସହିତ ଅଟକିଥିବା କାମଗୁଡିକ ଯୋଗୁ ବ୍ୟସ୍ତ ହୋଇପାରନ୍ତି। ପାରିବାରିକ ମତାନ୍ତରରୁ ବିତର୍କ ସୃଷ୍ଟି ହୋଇପାରେ।

ଶୁଭ ରଙ୍ଗ:~ ମେରୁନ୍, ଶୁଭ ଅଙ୍କ:~ ୯

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ଅର୍ଥ ହାନୀ ହେବ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ।

ମକର:~ ପରିବାର ଭିତରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଆଗାମୀ ମାଙ୍ଗଳିକ କାମ ସକାଶେ ଆଗ୍ରହ ବଢିପାରେ। ବାରମ୍ବାର ଅସଫଳ ହେତୁ ମନ ଅସ୍ଥିର ରହିବା କାରଣରୁ କାମଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡିବ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୭

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ।

କୁମ୍ଭ:~ ବନ୍ଧୁମାନେ ଠିକ୍ ଖବର ଦେବାରେ ହେଳା କରିପାରନ୍ତି, ଯାହାକି କେତେକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରିବ।ପରିସ୍ଥିତିରେ ପଡି କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ଅତୀତ କଥାକୁ କେନ୍ଦ୍ର କରି ଆତ୍ମୀୟଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୩

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ।

ମୀନ:~ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ। ସ୍ୱାର୍ଥହାନି ଆଶଙ୍କାରେ ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିପାରନ୍ତି। ସକାଳୁ ସକାଳୁ ଆକସ୍ମିକ ଭାବରେ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ ରହିଛି।

ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~ ୯

ଗୃହିଣୀ- ସୁଖୀ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।