ମେଷ–ସମସ୍ୟା ଜାଲରେ ଛନ୍ଦି ହେବା ପରି ଅନୁଭବ କରିବେ । ବନ୍ଧୁବର୍ଗରୁ ସହ-ଯୋଗ ମିଳିବ । କର୍ମକ୍ଷେତ୍ରରେ ସ୍ଥିତି ସୁଦୃଢ କରିବେ । ଯାନବାହନ ଆଦିରେ ସାଧାରଣ ସତର୍କତା ଆବଶ୍ୟକ । ଶୁଭରଙ୍ଗ କ୍ରୀମ୍ । ଶୁଭଅଙ୍କ ୩ ।
• ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ଅର୍ଥ ମିଳିବ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ସୁଖଭାରା ଦିନଟି ।
ବୃଷ–ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ଓ ସମ୍ମାନ ପାଇବେ । ସରକାରୀ ସ୍ତରରେ ପ୍ରାପ୍ୟକିଛି ଥିଲେ ତାହା ହାତକୁ ଆସିବ । ଦୂର ଯାତ୍ରାରେ ସଫଳତା ମିଳିବ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୮ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ-ବ୍ୟାୟାମ୍ କରନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମିଥୁନ – ପୀଡା କିମ୍ବା ସ୍ନାୟବିକ ଦୁର୍ବଳତା ଭୋଗ ହେବ । ନିରପେକ୍ଷ ମତାମତ ଦେଇ କର୍ମକ୍ଷେତ୍ରରେ ସମ୍ମାନ ପାଇବେ । ଗୃହ ନିର୍ମାଭାଦି କର୍ମ ତ୍ୱରାନ୍ୱିତ ହେବ ।ଶୁଭରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
• ଗୃହିଣୀ-ସୁଖୀହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
କର୍କଟ–କର୍ତ୍ତବ୍ୟ ପରାୟଣ ହେବେ । ମାନସିକ ଶାନ୍ତି ସନ୍ତୋଷ ମିଳିବ ।ସରକାରୀ ସ୍ତରରୁ ନିଶ୍ଚିତତାର ସୂଚନା ପାଇବେ । ପୁରାତନ ରୋଗ ପୀଡାର ଆଶଙ୍କା କମ୍ ହେବ । ଶୁଭରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ-ବିଜ୍ଞ ହେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ-ଧାର୍ମିକ ହେବେ ।
ସିଂହ –କେତେକ ବିଶେଷ ସମସ୍ୟାର ସହଜ ସମାଧାନ କରିପାରିବେ । ପରିବାରରେ ଶାନ୍ତି ଅବ୍ୟାହତ ରହିବ । ମନୋବଳ ଦୃଢହେବ । ପରୋପକାର କରି ଆତ୍ମସନ୍ତୋଷ ଲାଭ କରିବେ । ଶୁଭରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
କନ୍ୟା– ଆୟ ଠାରୁ ବ୍ୟୟର ପରିମାନ ଅଧିକହେବ । ମାନସିକ ପରି ତୃପ୍ତି କମ୍ ପାଇବେ । ସନ୍ତାନସନ୍ତତି ଚିନ୍ତା ବଢାଇ ପାରନ୍ତି । ଶୁଭରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
• ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ତୁଳା– ଦେହ ଅସୁସ୍ଥରହିବ । ଦୂର ଯାତ୍ରାରେ କ୍ଷତି ଯୋଗ ରହିଛି । ମାନସିକ ସ୍ଥିତି ମଧ୍ୟ ଅସ୍ଥିରରହିବ । ଆତ୍ମ ନିର୍ଭରଶୀଳ ହେବେ । ଆଧ୍ୟାତ୍ମିକ କ୍ଷେତ୍ରରେ ସତ ପରାମର୍ଶ ପାଇବେ । ଶୁଭରଙ୍ଗ କ୍ରୀମ୍ ।ଶୁଭ ୬ ।
• ଗୃହିଣୀ- ମିତ୍ରସୁଖ ପାଇବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ-ବ୍ୟାୟାମ୍ କରିବା ଉଚିତ୍ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ବିଛା–କଲ୍ୟାଣ ଚନ୍ଦ୍ର ଭୋଗ ହେଉଛି ଆଜି । ସମୟ ଶୁଭ କାରକ ହେବ । ବିବାଦମାନ ସ୍ଥିତିକ୍ରମେ ଦୂରେଇବ । ଆଦର ସମ୍ମାନ ପାଇବେ । ଆୟ ଆଖି ଦୃଶିଆ ହେବ ।ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍ ହେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
ଧନୁ – ସଦା ସର୍ବଦା କାର୍ଯ୍ୟବ୍ୟସ୍ତତାମଧ୍ୟରେ ନିଜକୁ ନିୟୋଜିତରଖିବେ ।ମନରେଉତ୍ସାହବଢିବ । ଦୂରଭ୍ରମଣ ଯଥା ସମ୍ଭବସଂକୁଚିତକରିବାଭଲ ।ଶୁଭରଙ୍ଗକଫି ।ଶୁଭ ଅଙ୍କ ୭ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ-ହାତକୁ ଆସୁଥିବାଡିଲ୍, ପଳେଇ ଯାଇପାରେ ।
• କର୍ମଜୀବି-ପ୍ରମୋସନ୍ମିଳିବ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ-ସାମାନ୍ୟସୁସ୍ଥ ଅନୁଭବକରିବେ ।
• ଚାଷୀ-ଜଳବାୟୁବିଷୟରେସଠିକ୍ବିବରଣୀ ନିଅନ୍ତୁ ।
ମକର– ଦିନଟି ପ୍ରାୟସବୁ ଦିଗରୁ ଶୁଭ ଫଳ ଦାୟକ ହେବ । ତୀର୍ଥ ଦର୍ଶନ, ପରୋପକାର, ଆଦର, ସମ୍ମାନ, ଅଭ୍ୟର୍ଥନା, ବନ୍ଧୁମିଳନ ଓ କର୍ମକ୍ଷେତ୍ରରେ କାର୍ଯ୍ୟ ଦକ୍ଷତାବଢିବ । ଶୁଭରଙ୍ଗ ଲାଇଟ୍ ଗ୍ରୀନ୍ । ଶୁଭ ଅଙ୍କ ୨ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
କୁମ୍ଭ -ଅଶୁଭ ସମୟ ଭୋଗ ହେବ ଘାତଚନ୍ଦ୍ର ହେତୁ । କର୍ମକ୍ଷେତ୍ରରେ ନିରପେକ୍ଷ ରହିଲେ ବହୁ ଅସୁବିଧାରୁ ମୁକ୍ତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ସନ୍ତୋଷ ମିଳିବ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୪ ।
• ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।
• ବ୍ୟବସାୟୀ-ନୂଆଡିଲ୍ ମିଳିବ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ଛାତ୍ରଛାତ୍ରୀ-ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଜଳବାୟୁ ପ୍ରତିସତର୍କ ରୁହନ୍ତୁ ।
ମୀନ – ଦିନଟି ଶୁଭାଶୁଭ ମିଶ୍ରିତ ଫଳ ଦାୟକ ହେବ । କର୍ମକ୍ଷେତ୍ରରେ ବିଳମ୍ବ, ଆଶାବିଫଳ ଧର୍ମକାର୍ଯ୍ୟରେ ଋଚି, ସାମାଜିକ ପ୍ରତିଷ୍ଠା ଓ ଆୟ ବଢିବାର ସମ୍ଭାବନା ଅଧିକ । ଶୁଭରଙ୍ଗ ଲାଲ୍ । ଶୁଭ ଅଙ୍କ ୮ଞ୍ଜ ।
• ଚାଷୀ-କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।