ରାଶିଫଳ

ସେପ୍ଟେମ୍ବର ୨୩ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ–ଚଞ୍ଚଳ ସ୍ୱଭାବ ପାଇଁ ବିପଦରେ ପଡି ପାରନ୍ତି । ଥଣ୍ଡା-କଫ ଜନିତ ସାମାନ୍ୟ ପୀଡା ଅନୁଭବ କରିବେ । କୋମଳ ଭାଷା ପ୍ରୟୋଗ କରି ଶ୍ରୋତାମାନଙ୍କ ମନ କିଣିପାରନ୍ତି । ଶୁଭରଙ୍ଗ ଲାଲ୍‌ । ଶୁଭଅଙ୍କ ୨ ।
• ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ସୁଖଭାରା ଦିନଟି ।

ବୃଷ–ଧନ ସହିତ ଦ୍ରବ୍ୟ ଲାଭର ସୂଚନା ମିଳୁଛି । ସରକାରୀ ସ୍ତରରେ ସମ୍ମାନିତ ହେବେ । କାର୍ଯ୍ୟର ସଫଳ ରୂପାୟନ କରିପାରନ୍ତି । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୮ ।
• ଗୃହିଣୀ-ସୁଖୀ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଉତ୍ତମବିହନ, କୃଷି ବିଭାଗରୁ ଆଣନ୍ତୁ ।

ମିଥୁନ – ପରିବାରର ମୁଖ୍ୟ ଭାବେ ବହୁ ସମ୍ମାନର ଅଧିକାରୀ ହେବେ । ମନ ପ୍ରସନ୍ନ ରହିବ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ଓ ପାରିବାରିକ ସ୍ନେହ ରହିବ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୩ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

କର୍କଟ–ଭ୍ରମଣ ସୁଖଦାୟକ ହେବ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ-ବିଳାସରେ ଅତିବାହିତ ହେବ । ସୁଖ ସମୃଦ୍ଧି ପୂର୍ଣ୍ଣ ଜୀବନଯାପନ କରିବେ । ଶୁଭରଙ୍ଗ ଧୂସର । ଶୁଭ ଅଙ୍କ ୪ ।
• ଗୃହିଣୀ-ଧାର୍ମିକ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଚାଷୀ-ଉତ୍ତମବିହନ, କୃଷି ବିଭାଗରୁ ଆଣନ୍ତୁ ।

ସିଂହ –ସାମୟିକ ଭାବେ ଭୟାତୁର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଜଳଯାତ୍ରା ଶୁଭଦାୟକ ନୁହେଁ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଶୁଭରଙ୍ଗ ପିଚ୍‌ । ଶୁଭ ଅଙ୍କ ୬ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କନ୍ୟା–ହୀତକାର ମିତ୍ରମାନଙ୍କ ସାନ୍ନିଧ୍ୟ ମିଳିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୨ ।
• ଗୃହିଣୀ-ଧାର୍ମିକ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ତୁଳା–ଈର୍ଷା ପରାୟଣ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ମାନସିକ ଶାନ୍ତି ଫେରି ପାଇବେ । ଚାକିରିରେ ସୁନାମ ଅର୍ଜନ କରିବେ । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୧ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବିଛା–ମନରେ ଜାତ ଉଦ୍‌ବେଗକୁ ଚାପି ରଖିବାକୁ ପଡିବ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରୁ ପ୍ରଚୁର ଧନଭାବ ହେବ । ଶୁଭରଙ୍ଗଲାଲ୍‌ । ଶୁଭ ଅଙ୍କ ୭ ।
• ଗୃହିଣୀ-ଧାର୍ମିକ ହେବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।

ଧନୁ –ଉଦାର ପ୍ରକୃତିର ହେବେ । ଦାନ-ଧର୍ମକୁ ଶ୍ରେଷ୍ଠ ଧର୍ମ ଭାବେ ବିବେଚିତ କରିବେ । ସୁଖୀ ଓ ଶୋଭନ ବ୍ୟକ୍ତିତ୍ୱର ନିଦର୍ଶନ ହୋଇପାରନ୍ତି । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୩ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• କର୍ମଜୀବି-ସହଯୋଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ଧାର୍ମିକହେବେ ।

ମକର–କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ମନ ପ୍ରସନ୍ନରହିବ । ଥଣ୍ଡା କଫ ଜନିତ ସମସ୍ୟା ଦୂରହେବ । ସାନ ଭାଇଙ୍କଠାରୁ ଆଦର ମିଳିବ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
• ଗୃହିଣୀ- ପରକୁ ଆପଣାର କରିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• କର୍ମଜୀବି-ପ୍ରମୋସନ୍‌ ମିଳିବ ।
• ଛାତ୍ରଛାତ୍ରୀ-ବିଜ୍ଞ ହେବେ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

କୁମ୍ଭ -ଦେବୀ ଦର୍ଶନର ସୌଭାଗ୍ୟ ଅଛି । ଆଳସ୍ୟ ଅନୁଭବକରିବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ଧନାଗମ ହେବ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୨ ।
• ଚାଷୀ-ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ମୀନ – ଶ୍ରୀଚନ୍ଦ୍ରଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ ।ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ସୈନିକମାନଙ୍କ ମନୋବଳ ବୃଦ୍ଧିହେବ । ଶୁଭରଙ୍ଗଧଳା । ଶୁଭ ଅଙ୍କ ୫ ।
• ଗୃହିଣୀ-ଘର କାମରେବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

NewsLaxmi7

About Author

You may also like

ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

ମେଷ: ସଫଳତା ହାସଲ କରିବା ଲାଗି ତତ୍ପର ରହିବେ। ଆପଣଙ୍କ ଯାତ୍ରା ଲାଭଦାୟକ ସାବ୍ୟସ୍ତ ହେବ। ଗବେଷଣାରୁ ନୂଆ ତଥ୍ୟ ପାଇବେ। ବୃଷ: ମନ୍ଦିରକୁ ଠାକୁର ଦର୍ଶନ
ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

ମେଷ: ସଫଳତା ହାସଲ କରିବା ଲାଗି ତତ୍ପର ରହିବେ। ଆପଣଙ୍କ ଯାତ୍ରା ଲାଭଦାୟକ ସାବ୍ୟସ୍ତ ହେବ। ଗବେଷଣାରୁ ନୂଆ ତଥ୍ୟ ପାଇବେ। ବୃଷ: ମନ୍ଦିରକୁ ଠାକୁର ଦର୍ଶନ