ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ସୋମବାର ଖୋଲିବ ସ୍କୁଲ, ସବୁ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଉଛି : ମନ୍ତ୍ରୀ

ପୁରୀ ୦୫/୦୨: ଆଉ ଗୋଟିଏ ଦିନ ପରେ ଅର୍ଥାତ୍ ସୋମବାର ଖୋଲିବ ସ୍କୁଲ, କଲେଜ । ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀର ଆରମ୍ଭ ହେବ ପାଠପଢା । ତେବେ ଏଥିପାଇଁ ସବୁ ବ୍ୟବସ୍ଥା ଗ୍ରହଣ କରାଯାଇଥିବା କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

୭ ତାରିଖରୁ ନବମ ଓ ଦଶମ ଶ୍ରେଣୀ ସକାଳ ୧୦ ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ । ସେହିପରି ଆସନ୍ତା ୧୪ ତାରିଖରୁ କେ.ଜି ରୁ ଅଷ୍ଟମ ଶ୍ରେଣୀ ଯାଏଁ ସକାଳ ୧୦ରୁ ଦିନ ଗୋଟାଏଁ ଯାଏ କ୍ଲାସ ଚାଲିବ ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି ମନ୍ତ୍ରୀ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି